ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ ପାଇଁ ଗଠନ ହେବ ଟାସ୍କଫୋର୍ସ
ଭୁବନେଶ୍ୱର: ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁରକ୍ଷିତ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ, ଗୃହ ବିଭାଗ ଏବଂ ବିଦ୍ୟୁତ ନିରୀକ୍ଷକଙ୍କୁ ନେଇ
ମିଳିତ ଟାସ୍କ ଫୋର୍ସ ଗଠନ କରାଯିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି।
ମହାନଗର ନିଗମ ଅଧିନରେ ଥିବା ସ୍ୱାସ୍ଥ୍ୟାନୁଷ୍ଠାନ…