ଟ୍ରେନି ଆଇଏଏସ୍ ପୂଜା ଖେଡକରଙ୍କ ପିତାମାତାଙ୍କ ନାଁରେ ମାମଲା ରୁଜୁ
ମୁମ୍ବାଇ: ମହାରାଷ୍ଟ୍ରର ଟ୍ରେନି ଆଇଏଏସ୍ ପୂଜା ଖେଡକରଙ୍କୁ ନେଇ ବିବାଦ ଥମିବା ନାଁ ଧରୁନି। ପୂଜାଙ୍କ ମା, ବାପାଙ୍କ ନାମରେ ପୁନେର ପାଉଦ ପୋଲିସ ଷ୍ଟେସନରେ ମାମଲା ରୁଜୁ ହୋଇଛି । ତାଙ୍କ ବିରୋଧରେ ଆର୍ମସ୍ ଆକ୍ଟରେ ଏକାଧିକ ଦଫା ଲାଗିଛି ।
ପୂଜାଙ୍କ ମା’ ମନୋରମା ବନ୍ଧୁକ ଦେଖାଇ ଧମକାଉଥିବା…