ଶିକ୍ଷା ମାଧ୍ୟମରେ ଜନଜାତି ଛାତ୍ରଛାତ୍ରୀଙ୍କୁ ସଶକ୍ତ କର: ସାମାଜିକ ସୁରକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ଶିକ୍ଷା ମାଧ୍ୟମରେ ଜନଜାତି ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ପାଇଁ ଭିତ୍ତିଭୂମି ବିକାଶର ଆବଶ୍ୟକତା ରହିଛି । ଏଥିପାଇଁ ୪୫୦ ଟି ଆବାସିକ ବିଦ୍ୟାଳୟରେ ହଷ୍ଟେଲ ନିର୍ମାଣକୁ ଯୁଦ୍ଧଭିତ୍ତିରେ ସାରିବା, ଜନଜାତି ଛାତ୍ରଛାତ୍ରୀଙ୍କୁ ଇଂରାଜୀ ଶିକ୍ଷା ଯୋଗାଇଦେବା ପାଇଁ କାର୍ଯ୍ୟକାରୀ…