Latest Odisha News

BREAKING NEWS

ଇଏ କେମିତିକା ମୃତ୍ୟୁ!, ଗୀତ ଗାଉ ଗାଉ ଟଳିପଡିଲେ ଏଡିଏମ

ପାରେଳାଖେମୁଣ୍ଡି: ଷ୍ଟେଜ୍ ଉପରେ ଗୀତ ଗାଉଥିଲେ । ହଠାତ୍ ଚାଲିଗଲା ଜୀବନ । ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ପାରେଳାଖେମୁଣ୍ଡିରେ । ଏକ ଆୟୋଜିତ କାର୍ଯ୍ୟକ୍ରମରେ ଷ୍ଟେଜ୍ ଉପରେ ଖୁସିରେ ଭଜନ ଗାଉଥିଲେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ । ହଠାତ୍ ଗାଉ ଗାଉ ଟଳି…

ୟୁରୋ କପ ଫୁଟବଲ ୨୦୨୪: ସ୍ପେନ-ଇଂଲଣ୍ଡ ଫାଇନାଲ

ବର୍ଲିନ: ୟୁରୋ କପ ଫୁଟବଲ ୨୦୨୪ ଏବେ ଅନ୍ତିମ ପର୍ଯ୍ୟାୟରେ ପଂହଚିଛି । ସ୍ପେନ ଓ ଇଂଲଣ୍ଡ ଟାଇଟଲ ମୁକାବିଲାରେ ଅବତୀର୍ଣ୍ଣ ହୋଇଛନ୍ତି । ବୁଧବାର ବିଳମ୍ବିତ ରାତ୍ରରେ ଖେଳା ଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡ ୨-୧ ଗୋଲରେ ନେଦରଲାଣ୍ଡସକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି ।…

ଆଜି ହେରା ପଞ୍ଚମୀ: ମହାପ୍ରଭୁଙ୍କ ରଥ ଭାଙ୍ଗିବେ ଅଭିମାନିନୀ ମା’ ଲକ୍ଷ୍ମୀ

ପୁରୀ: ମାଉସୀ ଘରେ ତିନି ଠାକୁର । ଘୋଷଯାତ୍ରାରେ ରଥାରୂଢ ହୋଇ ଆଡପ ମଣ୍ଡପ ବିଜେ ପରିଛନ୍ତି ମହାପ୍ରଭୁ । ହେଲେ ସାଙ୍ଗରେ ମା ଲକ୍ଷ୍ମୀଙ୍କୁ ଆଣିନଥିବାରୁ ଶ୍ରୀମନ୍ଦିରରେ ରୁଷିଛନ୍ତି ମା ଲକ୍ଷ୍ମୀ । ଗୁଣ୍ଡିଚାରୁ ଫେରି ସିଂହଦ୍ବାରରେ ରୋସଗୋଲା ଖୁଆାଇ ମା’ଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ…

ନଭି ମୁମ୍ବାଇରେ ରଥଯାତ୍ରାର ଭବ୍ୟ ଉତ୍ସବ

ନଭି ମୁମ୍ବାଇ : ନଭି ମୁମ୍ବାଇର ଖାରଘରଠାରେ ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା)ଦ୍ୱାରା ଜଗନ୍ନାଥ ମନ୍ଦିରରେ ବହୁ ଆଡମ୍ବରରେ ରଥଯାତ୍ରା ପର୍ବ ପାଳିତ ହୋଇଯାଇଛି । ଶ୍ରୀ ଜଗନ୍ନାଥ, ତାଙ୍କର ଜ୍ୟେଷ୍ଠ ଭାଇ ଶ୍ରୀ ବଳଭଦ୍ର,କନିଷ୍ଠ ଭଗିନୀ ମା ସୁଭଦ୍ରା ଏବଂ ପ୍ରଭୁ ସୁଦର୍ଶନଙ୍କୁ…

ଆମେରିକାର ରୋଡ଼ସ ଆଇଲ୍ୟାଣ୍ଡରେ ରଥଯାତ୍ରା

ଭୁବନେଶ୍ୱର :  ଯୁକ୍ତରାଷ୍ଟ୍ର ଆମେରିକାର ସବୁଠୁ କ୍ଷୁଦ୍ର ରାଜ୍ୟ ରୋଡ଼ସ ଆଇଲ୍ୟାଣ୍ଡରେ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କର ସବୁଠୁ ବୃହତ ପର୍ବ ରଥଯାତ୍ରା ମହାସମାରୋହରେ ପାଳନ କରାଯାଇଛି। ଏହି ଉପଲକ୍ଷେ ଚାରି ଠାକୁର ବିରାଜମାନ କରୁଥିବା ୱାରୱିକ ସ୍ଥିତ ଶ୍ରୀ ସିଦ୍ଧି ବିନାୟକ ମନ୍ଦିରକୁ ଖୁବ ଭବ୍ୟ…

ରଥଯାତ୍ରା ଉପଲକ୍ଷେ ଶ୍ରୀ ଜଗନ୍ନାଥ ଭକ୍ତି ସଂଗୀତ ସମାରୋହ ‘ଗୁହାରି ୨୦୨୪’

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ ସମାରୋହ ‘ଗୁହାରି ୨୦୨୪’ର ଉଦ୍ଘାଟନୀ ଉତ୍ସବ ସ୍ଥାନୀୟ ରବିନ୍ଦ୍ର ମଣ୍ଡପରେ ଏକ ବର୍ଣ୍ଣାଢ୍ୟ ଓ ମନୋଜ୍ଞ ପରିବେଶ ଭିତରେ…

ନିଟ୍ ୟୁଜି ଶୁଣାଣି: ପୁଣି ପରୀକ୍ଷା ଆୟୋଜନ ପାଇଁ ନିର୍ଦ୍ଦେଶ ଦେବେ କି ସୁପ୍ରିମକୋର୍ଟ ?

ନୂଆଦିଲ୍ଲୀ: ଆଜି ନିଟ୍ ୟୁଜି ମାମଲାର ଶୁଣାଣି । ନିଟ୍ ପରୀକ୍ଷାରେ ହୋଇଥିବା ଅନିୟମିତତା ଓ ବିଭ୍ରାଟକୁ ନେଇ ଆଜି ସୁପ୍ରିମକୋର୍ଟରେ ଶୁଣାଣି କରାଯିବ । କେନ୍ଦ୍ର ସରକାର ଓ ଏନଟିଏ ପକ୍ଷରୁ ସୁପ୍ରିମକୋର୍ଟରେ ଦାଖଲ କରାଯାଇଥିବା ସତ୍ୟପାଠ ଉପରେ ଶୁଣାଣି କରିବେ ସୁପ୍ରିମକୋର୍ଟ। ଯେଉଁଥିରେ ପୁଣି…

ଯବାନଙ୍କୁ ଭରଷା ବର୍ଷା ପାଣି

କାଂକେର: ଯବାନଙ୍କୁ ଭରଷା ବର୍ଷା ପାଣି | ଅପରେଶନ ବେଳେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯବାନ | ଯାହାର କିଛି କରୁଣା ଚିତ୍ର ଏବେ ସାମ୍ନାକୁ ଆସିଛି | ପୁରା ଦେଶ ପାଇଁ ଯେ ଦିନ ରାତି ଲଢ଼ୁଛନ୍ତି ତାଙ୍କ ସହର ସାଜିଛି ବର୍ଷା ପାଣି | ପଲିଥିନରେ ବର୍ଷା ପାଣି ସଂଗ୍ରହ କରି…

ନୂଆ ସରକାର ଆଇଏଏସ ସ୍ତରରେ କଲେ ଅଦଳ ବଦଳ, ଜାଣନ୍ତୁ କିଏ କେଉଁ ବିଭାଗ ପାଇଲେ

ଭୁବନେଶ୍ୱର: ନୂଆ ସରକାର ଆସିବା ପରେ କେବେ ଆଇଏଏସ ସ୍ତରରେ ଅଦଳ ବଦଳ ହେବ ଚର୍ଚ୍ଚା ଲାଗି ରହିଥିଲା । ଶେଷରେ ବୁଧବାର ରାଜ୍ୟ ସରକାର ଏହି ଅଦଳ ବଦଳ କରିଛନ୍ତି। ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ସରକାର ଆଇଏଏସ୍ କ୍ୟାଡରରେ ବଡ଼ ଧରଣର ପରିବର୍ତ୍ତନ କରିଛନ୍ତି। ମୁଖ୍ୟ ନିଯୁକ୍ତି…

ପଦାର୍ପଣ ଟେଷ୍ଟରେ କମାଲ କଲେ ଆଟକିନସନ

ଲଣ୍ଡନ: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ପ୍ରଭାବୀ ପ୍ରଦର୍ଶନ କରିଛି । ଚମତ୍କାର ବୋଲିଂ ସହାୟତାରେ ଇଂଲଣ୍ଡ ମାତ୍ର ୧୨୧ ରନରେ ୱେଷ୍ଟଇଣ୍ଡିଜକୁ ପ୍ରଥମ ଇନିଂସରେ ଅଲଆଉଟ କରିଛି । ପଦାର୍ପଣ ଟେଷ୍ଟରେ ଗସ ଆଟକିନସନ ୭ୱିକେଟ ନେଇ ଚମତ୍କାର ପ୍ରଦର୍ଶନ କରିଛନ୍ତି । ଆଟକିନସନ…