ପୁଣି ଅଡୁଆରେ କଣ୍ଠଶିଳ୍ପୀ: ହ୍ୟୁମାନ୍ ସାଗର ଓ ରୁକୁ ସୁନାଙ୍କ ବିରୋଧରେ ଏତଲା
ଭୁବନେଶ୍ୱର: ପୁଣି ଅଡୁଆରେ ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ଗାଉଥିବା ଅଭିଯୋଗରେ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର ଓ ରୁକୁ ସୁନାଙ୍କ ବିରୋଧରେ ଏତଲା ହୋଇଛି। ଇଣ୍ଟର ନ୍ୟାସନାଲ ହ୍ୟୁମାନ୍ ରାଇଟ୍ସ କମିଶନ ସଂଘ ପକ୍ଷରୁ ଏତଲା ହୋଇଛି। ଜଗନ୍ନାଥ ଭଜନକୁ…