ରତ୍ନବେଦୀରୁ ଜନ୍ମବେଦୀ ଅଭିମୁଖେ ଶ୍ରୀଜିଉ, ଅଧାବାଟରେ ଅଟକିଥିବା ୩ ରଥକୁ ଆଜି ଟାଣିବେ ଶ୍ରଦ୍ଧାଳୁ
ପୁରୀ: ଅଧାବାଟରେ ଅଟକିଥିବା ୩ ରଥକୁ ଆଜି ଟାଣିବେ ଶ୍ରଦ୍ଧାଳୁ। ରାଜନଅର ସମ୍ମୁଖରେ ଅଟକିଛି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ। ମରିଚିକୋଟ ଛକରେ ଅଟକିଛି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ। ସିଂହଦ୍ବାରଠୁ କିଛି ବାଟ ଦୂରରେ ଅଟକିଛି ନନ୍ଦିଘୋଷ।
୫ ଦଶନ୍ଧି ପରେ ଏଥର ଏକାଦିନେ ରଥଯାତ୍ରା,…