Latest Odisha News

BREAKING NEWS

ଓଡ଼ିଆ ଭାଷାରେ ଡାକ୍ତରୀ ଶିକ୍ଷା ପାଇଁ ୨୨ ଜଣିଆ କମିଟି ଗଠିତ

ଭୁବନେଶ୍ୱର: ଓଡ଼ିଆ ଭାଷାରେ ଡାକ୍ତରୀ ଶିକ୍ଷା ପାଇଁ ୨୨ ଜଣିଆ କମିଟି ଗଠିତ। ଓଡ଼ିଆ ଭାଷାରେ ଡାକ୍ତରୀ ପାଠପଢ଼ା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମାନସ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ୨୨ଜଣିଆ ବିଶେଷଜ୍ଞ କମିଟି ଗଠନ ହୋଇଛି।…

କାର୍ଯ୍ୟାନୁଷ୍ଠାନ ଭୟ, ହାଇକୋର୍ଟ ଗଲେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ

ଭୁବନେଶ୍ୱର: ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ମାମଲାରେ କାର୍ଯ୍ୟାନୁଷ୍ଠାନ ପୂର୍ବରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରଘୁନନ୍ଦନ ଦାସ। ହାଇକୋର୍ଟର ଦ୍ୱାରସ୍ଥ ହୋଇ ଜାମିନ୍ ପାଇଁ ଆବେଦନ କରିଛନ୍ତି ପୂର୍ବତନ ବିଧାୟକ। ବିଜେଡି ସାଂଗଠନିକ…

ସହରାଞ୍ଚଳ ବନ୍ୟା ପରିଚାଳନା ନିମନ୍ତେ ୨୦୦ କୋଟି ଟଙ୍କାର ପ୍ରସ୍ତାବ ହେବ; ସହାୟତା କରିବ ଆଇଆଇଟି ଦିଲ୍ଲୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪ରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି…

ଜୁଲାଇ ୫ରୁ ଦିବ୍ୟ କଳା ମେଳା, ଦିବ୍ୟ କଳା ଶକ୍ତି ଓ ଦିବ୍ୟାଙ୍ଗ ଜନ ରୋଜଗାର ମେଳା

ଭୁବନେଶ୍ଵର: ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ ଅଧୀନ ଭିନ୍ନକ୍ଷମ (ଦିବ୍ୟାଙ୍ଗଜନ) ସଶକ୍ତୀକରଣ ବିଭାଗ ପକ୍ଷରୁ ଜାତୀୟ ଦିବ୍ୟାଙ୍ଗଜନ ଫାଇନାନ୍ସ ଆଣ୍ଡ ଡେଭଲପମେଣ୍ଟ କର୍ପୋରେସନ୍ (ଏନଡିଏଫଡିସି) ଜରିଆରେ ଦିବ୍ୟ କଳା ଶକ୍ତି ଓ ଦିବ୍ୟ କଳା ମେଳା ଆୟୋଜନ କରିବାକୁ ଯାଉଛି…

ଓଡିଶାରେ କାର୍ଯ୍ୟକାରୀ ହେବ କେନ୍ଦ୍ର ସରକାରଙ୍କ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ…

ଘର ଭିତରୁ ମିଳିଲା ଆସିଷ୍ଟାଣ୍ଟ ସେକ୍‌ସନ୍‌ ଅଫିସରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ଵର: ଲୋକସେବା ଭବନରେ କାର୍ଯ୍ୟରତ ଏଏସଓଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଏଏସଓ ମୋରା ମାରାଣ୍ଡି । ଆତ୍ମହତ୍ୟା କରିଥିବା ସନ୍ଦେହ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସଚିବାଳୟ ଇସ୍ପାତ ଓ…

ଭାରତର ହାଇବଜେଟ ଫିଲ୍ମ

ମୁମ୍ବାଇ: ନିକଟରେ ରିଲିଜ ହୋଇଛି ମୂଳ ତେଲେଗୁ ଫିଲ୍ମ କଲକୀ ୨୮୯୮ ଏଡି । ସାଇନ୍ସ ଫିକସନ ଶ୍ରେଣୀଭୁକ୍ତ କଲକୀ ୨୮୯୮ ଏଡି ଏଯାବତ ଭାରତରେ ନିର୍ମିତ ସବୁଠାରୁ ବ୍ୟୟବହୁଳ ଫିଲ୍ମ ବୋଲି କୁହାଯାଉଛି । ଫିଲ୍ମ ନିର୍ମାଣରେ ଖର୍ଚ୍ଚ ହୋଇଛି ୬୦୦ କୋଟିରୁ ୭୦୦ କୋଟି ଟଙ୍କା । ଫିଲ୍ମର ଉଚ୍ଚକୋଟୀର…

ପୁଣି ଅଲିମ୍ପିକ୍ସ ଫିଭର

ନୁଆଦିଲ୍ଲୀ: ଆଉ ମାତ୍ର କିଛି ଦିନର ଅପେକ୍ଷା । ଆରମ୍ଭ ହୋଇଯିବ ବିଶ୍ୱ କ୍ରୀଡାର ମହାକୁମ୍ଭ ଅଲିମ୍ପିକ୍ସ । ୩୩ତମ ଗ୍ରୀଷ୍ମକାଳୀନ ଅଲିମ୍ପିକ କ୍ରୀଡା ପାଇଁ ସଜେଇ ହୋଇଛି ପ୍ୟାରିସ ମହାନଗରୀ । ଜୁଲାଇ ୨୬ରୁ ଆରମ୍ଭ ହେବାକୁ ଥିବା କ୍ରୀଡା ମହାକୁମ୍ଭ ପାଇଁ କ୍ରୀଡାପ୍ରେମୀଙ୍କ ରୋମାଂଚ ବଢିବାରେ…

ପାହାଡ ଉପରୁ ୩ ଜଣଙ୍କ ମୃତଦେହ ଉଦ୍ଧାର

ବାଲେଶ୍ଵର: ନିଖୋଜର ୫ ଦିନ ପରେ ମିଳିଲା ମୃତଦେହ । ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ ଧରି ନିଖୋଜ ଥିବା ୩ ଜଣ ଆଦିବାସୀଙ୍କର ମୃତ ଶରୀର ବଡ଼ପୋଖରୀ ନିକଟସ୍ଥ ଜଙ୍ଗଲରୁ ମିଳିଛି । ତେବେ କିଏ କେଉଁ…

ଟିମ୍ ଇଣ୍ଡିଆ ପାଇଁ ଜନସମୁଦ୍ର ପାଲଟିଲା ମୁମ୍ବାଇର ମରିନ ଡ୍ରାଇଭ୍

ମୁମ୍ବାଇ: ଟି-୨୦ ବିଶ୍ବକପ ଜିତିବା ପରେ ଆଜି ମୁମ୍ବାଇରେ ପାଳନ ହେଉଛି ଟିମ ଇଣ୍ଡିଆର ବିଜୟ ପରେଡ୍। ମେରିନ୍ ଡ୍ରାଇଭରେ ପ୍ରଶଂସକଙ୍କ ମଧ୍ୟରେ ବିରାଟ କୋହଲି ଏବଂ ଅଧିନାୟକ ରୋହିତ ଶର୍ମାଙ୍କ ବଡ଼ କଟ୍ ଆଉଟ୍ ମଧ୍ୟ ଦେଖିବାକୁ ମିଳୁଛି। ଇଣ୍ଡିଆ... ଇଣ୍ଡିଆ... ନାରାରେ କମ୍ପୁଛି ମୁମ୍ବାଇ…