Latest Odisha News

BREAKING NEWS

୮୦ ହଜାର ପାର୍ କଲା ସେନସେକ୍ସ

ମୁମ୍ବାଇ: ବଜାର ଆରମ୍ଭରୁ ସେନସେକ୍ସ ଓ ନିଫ୍ଟି ରେକର୍ଡ ସ୍ତରକୁ ଛୁଇଁଛନ୍ତି । ଆଜି ସକାଳୁ ସକାଳୁ ବଜାର ଖୋଲିବା ମାତ୍ରେ ସେନ୍ସେକ୍ସ ପ୍ରଥମ ଥର ପାଇଁ ୮୦ ହଜାର ମାର୍କ ଅତିକ୍ରମ କରି। ନିଫ୍ଟି ଆଜି ୨୪ ହଜାର ପଏଣ୍ଟ ଅତିକ୍ରମ କରିଛି । ସେହିପରି ସେନ୍ସେକ୍ସ ୮୦,୦୩୯.୨୨ ପଏଣ୍ଟର ଏକ ନୂତନ…

ହାଥରସରେ ଦଳାଚକଟା ଘଟଣା; ମୃତ୍ୟୁସଂଖ୍ୟା ୧୨୧ ଛୁଇଁଲା

ହାଥରସରେ ଏକ ସତସଙ୍ଗ ସମୟରେ ଦଳାଚକଟା ହେବାରୁ ୧୨୧ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ଶିଶୁ ରହିଛନ୍ତି। ସିକନ୍ଦରାରାଉ ଥାନାର ଫୁଲରଇରେ ଆୟୋଜିତ ଭୋଳାବାବାଙ୍କ ସତସଙ୍ଗ ସମୟରେ ଏହି ବଡ଼ ଦୁର୍ଘଟଣା ଘଟିଥିଲା। ଏହି ଘଟଣାରେ ଭୋଲେ ବାବାଙ୍କ ଆଶ୍ରମରେ ପହଞ୍ଚି…

ବାପାକୁ ଛୁରୀ ଭୁସି ହତ୍ୟା କଲା ପ୍ରଫେସର ପୁଅ

ଭୁବନେଶ୍ୱର: ରାଜଧାନୀରେ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ବାପାକୁ ଅତି ନିର୍ମମ ଭାବେ ଛୁରୀ ଭୁସି ହତ୍ୟା କଲା ପୁଅ। ପୁଅ ଅନିରୁଦ୍ଧ ଚୌଧୁରୀ ଏକ ଘରୋଇ ଲ’ କଲେଜରେ ଜଣେ ପ୍ରଫେସର ଭାବେ କାର୍ଯ୍ୟରତ ଥିବା ଜଣାଯାଇଛି। ତେବେ ମୃତ ବାପା ସୁନୀଲ ଚୌଧୁରୀ ନାଲକୋରେ ଜଣେ ଅବସରପ୍ରାପ୍ତ ଉଚ୍ଚ ପଦସ୍ଥ…

ଦରବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ବିଜେଡିର ଟାର୍ଗେଟ: କହିଲା, ଦରଦାମ ନିୟନ୍ତ୍ରଣ କରନ୍ତୁ, ଲୋକଙ୍କୁ ନ୍ୟାୟ…

ଭୁବନେଶ୍ୱର: ଦରବୃଦ୍ଧି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି। ରାଜ୍ୟସରକାରଙ୍କୁ ସିଧାସଳଖ ଟାର୍ଗେଟ କଲା ବିଜେଡି। କହିଲା ଦରଦାମ ନିୟନ୍ତ୍ରଣ କରନ୍ତୁ, ଲୋକଙ୍କୁ ନ୍ୟାୟ ଦିଅନ୍ତୁ। ରାଜ୍ୟରେ ପରିବର୍ତ୍ତନ ଓ ସୁଶାସନ ନାରା ଦେଇ ଯେଉଁ ପରି ଦରଦାମ ଆକାଶଛୁଆଁ କରିଛନ୍ତି, ସାଧାରଣଲୋକ…

ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି, ଗଣମାଧ୍ୟମରେ ଯେଉଁ ତାରିଖ ଘୋଷଣା ହେଉଛି ତାହା ଗୁଜବ: ଆଇନମନ୍ତ୍ରୀ

ଭୁବନେଶ୍ୱର: ରତ୍ନ ଭଣ୍ଡାର ଖୋଲିବା ତାରିଖ ଘୋଷଣାକୁ ନେଇ ଆଇନ ମନ୍ତ୍ରୀଙ୍କ ମନ୍ତବ୍ୟ। ସର୍ବୋଚ୍ଚସ୍ତରରେ ଆଲୋଚନା ସରିଛି, ଆଜି କାଲି ଭିତରେ ନିଷ୍ପତ୍ତି ହେବ। ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ ହେବ। ଏନେଇ ଏକ ବୈଠକ ହେବ। ବୈଠକ ପରେ ତାରିଖ ଘୋଷଣା ହେବ।…

ଜମିକୁ ଯିବା ବାଟରେ ଧକ୍କା ଦେଲା ଅଜଣା ଗାଡ଼ି, ଦମ୍ପତ୍ତି ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକ

ବଲାଙ୍ଗୀର: ଚାଷ ଜମିକୁ ଯିବା ବାଟରେ ଧକ୍କା ଦେଲା ଅଜଣା ଗାଡ଼ି। ଦୁର୍ଘଟଣା ନେଲା ଦମ୍ପତିଙ୍କ ଜୀବନ। ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପତ୍ରାପାଲି(ଖ) ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ସ୍ବାମୀ-ସ୍ତ୍ରୀ ସମେତ ଗୋଟିଏ ଗୋରୁର ମୃତ୍ୟୁ ହୋଇଛି। କ୍ଷତିପୂରଣ ଦାବିରେ ସମ୍ପର୍କୀୟଙ୍କ ପକ୍ଷରୁ…

ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌

ନୟାଗଡ଼: ଖଣ୍ଡପଡ଼ା ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍‌। ବିଳମ୍ବିତ ରାତିରେ ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ୍‌ କରିଛି ଭିଜିଲାନ୍ସ। ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଥିଲେ। ତହସିଲର ଜଣେ କର୍ମଚାରୀଙ୍କୁ ଗିରଫ ପରେ ଚାଲିଛି ରେଡ୍‌। ନୟାଗଡ଼ ଭାପୁର ଓ…

ବିଜେପି ସରକାରର ବିଭିନ୍ନ ମନ୍ତ୍ରୀଙ୍କୁ ମିଳିଲା ବ୍ୟକ୍ତିଗତ ସଚିବ, ଏକାଧିକ ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର: ଏକାଧିକ ଅଧିକାରୀଙ୍କୁ ମିଳିଲା ବିଭିନ୍ନ ମନ୍ତ୍ରୀଙ୍କ ସଚିବ ଦାୟିତ୍ୱ। ରାଜ୍ୟର ପ୍ରଥମ ବିଜେପି ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍‌) ଯୋଗାଇ ଦିଆଯାଇଛି। ବିଭିନ୍ନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ୫ ଜଣ ଅଧିକାରୀ ଓ ୩ ଜଣ ଅଧିକାରୀ ‘ଓଏସଡି’ ଭାବେ…

ରାଜଧାନୀ ହେବ ଗ୍ରୀନ୍‌ସିଟି, ପୁନଃ ନିର୍ମାଣ ହେବ ୱେଷ୍ଟ ଟୁ ଆର୍ଟ ପାର୍କ

ଭୁବନେଶ୍ୱର: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ପାର୍କ ଓ ଉଦ୍ୟାନ ପରିଦର୍ଷନ କରିଛନ୍ତି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷର ଉପାଧ୍ୟକ୍ଷ ବଲୱନ୍ତ ସିଂହ ଓ ଅନ୍ୟ ଅଧିକାରୀଙ୍କ ସହ ମନ୍ତ୍ରୀ ଆନନ୍ଦବନ, ଘାଟିକିଆସ୍ଥିତ ରାଜ୍ୟ…

ମାତ୍ରାଧିକ ଶୁଖିଲା ଫଳ ସୃଷ୍ଟି କରିପାରେ ସ୍ୱାସ୍ଥ୍ୟ ସମସ୍ୟା

ପୁଷ୍ଟିକର ଉପାଦନରେ ଭରପୂର ସମସ୍ତ ପ୍ରକାର ଡ୍ରାଏ ଫ୍ରୁଟ୍ସ ସ୍ୱାସ୍ଥ୍ୟ ପାଇଁ ବେଶ୍ ଉପକାରୀ। ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ମଧ୍ୟ ପ୍ରତିଦିନ ଖାଦ୍ୟରେ ଡ୍ରାଏ ଫ୍ରୁଟ୍ସ ଯୁକ୍ତ କରିବା ପାଇଁ ପରାମର୍ଶ ଦିଅନ୍ତି। କିନ୍ତୁ ବେଳେ ବେଳେ ଏହି ଡ୍ରାଏ ଫ୍ରୁଟ୍ସ ଲାଭ ବଦଳରେ କ୍ଷତି ପହଞ୍ଚାଇପାରେ। କାରଣ…