ଭାରତ ସଫଳତାର ସହ ନିର୍ବାଚନ କରାଇ ବିଶ୍ବକୁ ମାର୍ଗ ଦେଖାଇଛି: ମୋଦୀ
ନୂଆଦିଲ୍ଲୀ: ଆଜି ସଂସଦ ଅଧିବେଶନରେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେବ ଅବସରରେ ପ୍ରଥମ ଥର ସାଂସଦ ହୋଇ ଆସିଥିବା ସଦସ୍ୟଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାମନ୍ତ୍ରୀ ମୋଦୀ। ଭାରତ ସଫଳତାର ସହ ନିର୍ବାଚନ କରାଇ ବିଶ୍ବକୁ ମାର୍ଗ ଦେଖାଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେପଟେ କିନ୍ତୁ…