Latest Odisha News

BREAKING NEWS

କେନିଆରେ ହିଂସା, ଗଲାଣି ୩୯ ଜୀବନ

କେନିଆ: କେନିଆର‌େ ବଢୁଛି ହିଂସା। ସରକାରଙ୍କ ବି‌ରୋଧରେ ଜାରି ବିକ୍ଷ‌ୋଭରେ ଏଯାବତ୍ ୩୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୬୦ରୁ ଅଧିକ ବ୍ୟକ୍ତି ଗୁରୁତର ଥିବା ଜଣାପଡିଛି। ଆହୁରି ମଧ୍ୟ ନିଖୋଜ ଲୋକଙ୍କ ସଂଖ୍ୟା ୩୨ର‌େ ପହଞ୍ଚି ଥିବା ବେଳେ ୬୨୭ ଜଣ ଗିରଫ ହୋଇଛନ୍ତି। ସୂଚନା ଅନୁସାର‌େ…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୧୦ ଅସୁସ୍ଥ, ୪ ଗୁରୁତର

ନୂଆପଡ଼ା: ବିଷାକ୍ତ ଛତୁ ଖାଇ ୧୦ ଅସୁସ୍ଥ। ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମରେ ଏହି ଘଟଣା ଘଟିଛି। କିରିକିଟା ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୧୦ ଜଣ ଅସୁସ୍ଥ ଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ସମସ୍ତ ଅସୁସ୍ଥଙ୍କୁ ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟ…

ପୁଣେରେ ବଢୁଛି ଜିକା ଭାଇରସ ସଂକ୍ରମଣ, ୨ ଗର୍ଭବତୀ ପଜିଟିଭ ଚିହ୍ନଟ

ପୁଣେ: ପୁଣେ ସହରରେ ଜିକା ଭାଇରସ ସଂକ୍ରମଣର ୬ ସଂକ୍ରମିତ ଚିହ୍ନଟ ହ‌ୋଇଥିବା ନେଇ ସୋମବାର ଦିନ ରାଜ୍ୟ ସ୍ୱାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ଜଣାପଡିଛି। ଏହି ରୋଗୀଙ୍କ ମଧ୍ୟରେ ଦୁଇଜଣ ଗର୍ଭବତୀ ମହିଳା ଅଛନ୍ତି। ଜିକା ଭାଇରସ ସଂକ୍ରମଣର ପ୍ରଥମ ମାମଲା ଏରାଣ୍ଡୱାନେରୁ ଚିହ୍ନଟ ହୋଇଥିଲା। ଏହି…

ସୂର୍ଯ୍ୟକୁମାରଙ୍କ କ୍ୟାଚ ନେଇ ମୁହଁ ଖୋଲିଲେ ଶନ ପୋଲକ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ୨୦୨୪ର ରୋମାଂଚକ ଫାଇନାଲରେ ଭାରତ ୭ ରନରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହୋଇଛି । ଶେଷ ଓଭରରେ ସୂର୍ଯ୍ୟକୁମାର ଯାଦବ ବାଉଣ୍ଡରୀ ଲାଇନ ଉପରେ ଡେଭିଡ ମିଲରଙ୍କ ଏକ ଚମତ୍କାର କ୍ୟାଚ ନେଇଥିଲେ । ଯାହା ପରେ ଭାରତ ମ୍ୟାଚରେ ବିଜୟ ହାସଲ…

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପାଇଁ ୨ ଦିନ ସରକାରୀ ଛୁଟି । ବିରଳ ତିଥି ଅନୁଯାୟୀ ଏଥର ରଥଯାତ୍ରା ଦୁଇଦିନ ପଡୁଥିବାରୁ ଉକ୍ତ ଦୁଇଦିନକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ପୁରୀରେ ରଥଯାତ୍ରା ସମୀକ୍ଷା ବୈଠକରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ…

ଓଡ଼ିଶା ଲଳିତ କଳା ଏକାଡେମୀର ଶ୍ରୀଜଗନ୍ନାଥ ଶୀର୍ଷକ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ୨୮ ଜଣ ଚିତ୍ରଶିଳ୍ପୀଙ୍କୁ ନେଇ  ‘ଶ୍ରୀଜଗନ୍ନାଥ’ ଶୀର୍ଷକରେ ଏକ ରାଜ୍ୟସ୍ତରୀୟ ଚିତ୍ରଶିଳ୍ପୀ ଶିବିର ଆୟୋଜିତ ହୋଇଯାଇଛି ।ଏହି ଶିବିରରେ ଓଡ଼ିଶାର…

ରାଜ୍ୟରେ ଖୋଲିବ ବନ୍ଦ ହୋଇପଡିଥିବା ସ୍କୁଲ୍

ଭୁବନେଶ୍ବର: ରାଜ୍ୟରେ ଖୋଲିପାରେ ବନ୍ଦ ହୋଇପଡିଥିବ ସ୍କୁଲ୍ । ବିଜେଡି ସରକାର ବନ୍ଦ କରି ଦେଇଥିବା ଅନେକ ସ୍କୁଲ ଗୁଡିକ ଖୋଲି ପାରନ୍ତି ବିଜେପି ସରକାର । ଏମିତି କିଛି ଯୋଜନା ଚାଲିଛି ବୋଲି ମନ୍ତବ୍ୟ ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନେଇ ମନ୍ତ୍ରୀ…

ବେଶୀ ସମୟ ବସି କାମ କଲେ ହୋଇଥାଏ ଏହି ସବୁ ସ୍ୱାସ୍ଥ୍ୟ ସମସ୍ୟା

ଅଫିସରେ ନିରବଚ୍ଛିନ୍ନ ଭାବେ ୮-୯ ଘଣ୍ଟା କାମ କରିବା ଆମ ଜୀବନର ଏକ ଅଂଶ ହୋଇଯାଇଛି। ଏହି ଅଭ୍ୟାସ ମାନବ ସ୍ୱାସ୍ଥ୍ୟ ପାଇଁ କେତେ ବିପଜ୍ଜନକ ହୋଇପାରେ କେବେ ଭାବିଛନ୍ତି କି? ମାନବର ପୂର୍ବ ଜୀବନଶୈଳୀ ଓ ବର୍ତ୍ତମାନର ଜୀବନଶୈଳୀ ମଧ୍ୟରେ ଅହେତୁକ ପରିବର୍ତ୍ତନ ଘଟିଛି। ପୂର୍ବରୁ ଅଧିକାଂଶ ଲୋକେ…

ବଦଳା ଚାଲିଛି ଲକ୍ଷ୍ମୀ ବସ୍ ରଙ୍ଗ, ଲାଗିଛି ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଟ୍ୟାଗ୍

ଢେଙ୍କାନାଳ: ବଦଳିଯାଇଛନ୍ତି ସରକାର । ଏବେ ବଦଳାଚାଲିଛି ପୂର୍ବତନ ସରକାର ଦେଇଆସୁଥିବା ସମସ୍ତ ଯୋଜନାର ରୂପରଙ୍ଗ । ସେଇ ପୁରୁଣା ସେବା ହେଲେ ନୂଆ ଢଙ୍ଗରେ ଜନତାଙ୍କୁ ଭେଟିଦେବେ ନୂଆ ସରକାର । ଏଥିପାଇଁ ବଦଳା ଚାଲିଛି ରଙ୍ଗ । ଯାହା ସବୁଜ ଥିଲା ତାହା ଏବେ ଗେରୁଆ କରାଯାଉଛି । ଏମିତି କିଛି…

ଟି୨୦ ସିରିଜ: ଜିମ୍ବାୱେ ଗସ୍ତରେ ଗଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ: ଜିମ୍ବାୱେ ବିପକ୍ଷ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ସକାଳେ ଜିମ୍ବାୱେ ଗସ୍ତରେ ଯାଇଛନ୍ତି । ଏହି ସିରିଜ ପାଇଁ ସମ୍ପୂର୍ଣ୍ଣ ଭାବେ ଯୁବ ଟିମ ଘୋଷଣା କରାଯାଇଛି । ୬ଜୁଲାଇରେ ଏହି ସିରିଜ ପ୍ରଥମ ମୁକାବିଲା ହରାରେ ଖେଳାଯିବ । ଟି୨୦ ବିଶ୍ୱକପ…