Latest Odisha News

BREAKING NEWS

ଘରକୁ ଫେରୁଥିବା ବେଳେ ବଜ୍ରପାତରେ ଚାଲିଗଲା ଦୁଇ ଜଣଙ୍କ ଜୀବନ

ଖୋର୍ଦ୍ଧା: ଖୋର୍ଦ୍ଧା ପୁବୁସାହି ପଞ୍ଚାୟତର ଜୟମଙ୍ଗଳ ଗାଁରେ ଅଭାବନୀୟ ଘଟଣା। ବଜ୍ରାଘାତରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ବୟ ହେଲେ ୬୨ ବର୍ଷୀୟ ନାରଣ ପ୍ରଧାନ ଓ ୪୨ ବର୍ଷୀୟ ସରୋଜ ଜେନା। ଜୟମଙ୍ଗଳ ଗାଁର ନାରାୟଣ ପ୍ରଧାନ ଓ ସରୋଜ ଜେନା ବିଲରୁ କାମ ସାରି ଘରକୁ ଫେରୁଥିଲେ। ରାସ୍ତାରେ…

ଆକ୍ସନ ମୁଡ଼ରେ ଏନଆଇଏ, ପାକିସ୍ତାନୀ ସଂଗଠନ ସହ ଜଡ଼ିତ ତାମିଲନାଡ଼ୁର ୧୦ଟି ସ୍ଥାନରେ ରେଡ୍

ନୂଆଦିଲ୍ଲୀ: ଆକ୍ସନ ମୁଡ଼ ରେ ଏନଆଇଏ। ଜାତୀୟ ତଦନ୍ତ ଏଜେନ୍ସି ରବିବାର ତାମିଲନାଡୁରେ ଚଢାଉ କରିଛି। ହିଜବ ଉତ ତହିର ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଏନଆଇଏ ୧୦ଟି ସ୍ଥାନରେ ଚଢାଉ କରିଛି। ପାକିସ୍ତାନୀ ସଂଗଠନ ହିଜବ-ଉତ-ତହିର ସହ ଜଡିତ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଲୁଚି ରହିଥିବା ସ୍ଥାନ…

ରଣନୀତି, ଦକ୍ଷତା ଓ ଅଭିଜ୍ଞତାର ୩ ମହାରଥୀ ଭାରତକୁ ଜିତାଇଲେ

ଦୀର୍ଘ ଦିନ ପରେ ଭାରତ ଆଇସିସି ବିଶ୍ୱକପ ଜିତିବା ଗୌରବ ଅର୍ଜନ କରିଛି । ୨୦୨୩ ଦିନିକିଆ ବିଶ୍ୱକପ ଫାଇନାଲ ହାରିବା ପରେ ବିଶେଷ ଭାବେ ସମାଲୋଚିତ ହୋଇଥିଲେ ଭାରତର ୩ ମହାରଥୀ ରାହୁଲ ଡ୍ରାଭିଡ, ରୋହିତ ଶର୍ମା ଓ ବିରାଟ କୋହଲି । ଏଥର କିନ୍ତୁ ଟି୨୦ ବିଶ୍ୱକପ  ଫାଇନାଲରେ ଏହି ୩ ରଥୀଙ୍କ କୌଣସି…

ଆଗାମୀ ୫ ବର୍ଷ ଭିତରେ ଓଡ଼ିଶାକୁ ସର୍ବାଧିକ ୧ ଲକ୍ଷ କୋଟ ଟଙ୍କାର ଆସିବ ରେଳ ପ୍ରୋଜେକ୍ଟ: ଅଶ୍ଵିନୀ

ଭୁବନେଶ୍ବର: ଭୁବନେଶ୍ୱରରେ ଆୟୋଜିତ ବିଜେପିିର ବିଜୟ ସମ୍ବର୍ଦ୍ଧନା ସଭାରେ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇବା ସହ ରେଲୱେ ବିକାଶର ଭବିଷ୍ୟତ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଓଡିଶାକୁ ୧ ଲକ୍ଷ କୋଟିର ପ୍ରକଳ୍ପ ଦିଆଯିବାକୁ ନେଇ ଘୋଷଣା କରିଛନ୍ତି…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଅଟୋ ଓ ବାଇକ ମଧ୍ୟରେ ଧକ୍କା, ଜଣେ ମୃତ ଓ ୧୩ ଆହତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମା’ ମଝିଘରିଆଣୀ ମନ୍ଦିର, ପିତମୋହଲ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଠାରେ ଅଟୋ ଓ ବାଇକ ମଧ୍ୟରେ ଧକ୍କା ହେବା ଫଳରେ ଜଣେ ମୃତ ଓ ୧୩ ଆହତ ହୋଇଥିବା ସୂଚନା ରହିଛି। ମୃତକଙ୍କ ନାଁ ଗଣେଶ ପିଡ଼ିକା ହୋଇଥିବା ବେଳେ ତାଙ୍କ ଘର ରାୟଗଡ଼ାରେ ବେହେରାଗୁଡ଼ା…

ଓଡ଼ିଶାର ଶାସନ ସଚିବ ଭାବରେ ଦାୟିତ୍ଵ ନେଲେ ମନୋଜ ଆହୁଜା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାରରେ କୃଷି ସଚିବ ଏବଂ ଚାଷୀ କଲ୍ୟାଣ ସଚିବ ଭାବେ…

ଭାରତରେ ସାଇନ୍ସ ଫିକ୍ସନ ଫିଲ୍ମ

ମୁମ୍ବାଇ: ନିକଟରେ ରିଲିଜ ହୋଇଛି ପ୍ରଭାସଙ୍କ ଅଭିନୀତ ସାଇନ୍ସ ଫିକସନ ଫିଲ୍ମ କଲକୀ ୨୮୯୮ । ଏହା ଏକ ବ୍ୟୟବହୁଳ ତାରକା ଖର୍ଚ୍ଚିତ ସାଇନ୍ସ ଫିକ୍ସନ ଫିଲ୍ମ,ଯେଉଁଥିରେ ପୌରାଣିକ କଥାବସ୍ତୁକୁ ମଧ୍ୟ ସ୍ଥାନ ଦିଆଯାଇଛି । ଅନେକ ଦିନ ପରେ ଭାରତରେ ଏକ ସାଇନ୍ସ ଫିକସନ ଜେନରର ଫିଲ୍ମ ରିଲିଜ ହୋଇଛି ।…

ସକ୍ରିୟ ଲଘୁଚାପ: ଆଉ ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ୨ଦିନ ଯାଏଁ ରାଜ୍ୟରେ ଏପରି ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାର…

ରତ୍ନଭଣ୍ଡାର ଶୀଘ୍ର ଖୋଲିବ, ଯଦି ଗଡ଼ବଡ଼ ଥିବ ଦୋଷୀକୁ ଦଣ୍ଡ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ। ଯଦି କିଛି…

ନୂଆ ସ୍ଥଳସେନା ମୁଖ୍ୟ ଭାବେ ଦାୟିତ୍ଵ ନେଲେ

ନୂଆଦିଲ୍ଲୀ: ସ୍ଥଳସେନାର ମୁଖ୍ୟ ଭବେ ଦାୟିତ୍ଵ ଗ୍ରହଣ କଲେ ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ । ସ୍ଥଳସେନାର ଉପମୁଖ୍ୟ ଥିବା ଉପେନ୍ଦ୍ର ଦ୍ୱିବେଦୀଙ୍କୁ ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ଦେଇଥିଲେ ସରକାର । ଆଜି ପୂର୍ବତନ ସେନା ମୁଖ୍ୟ ମନୋଜ ପାଣ୍ଡେଙ୍କ କାର୍ଯ୍ୟକାଳ ଶେଷ…