Latest Odisha News

BREAKING NEWS

ରାଜଧାନୀରେ ପ୍ରବଳ ବର୍ଷା, ଭାଙ୍ଗିଲା ୮୮ ବର୍ଷର ରେକର୍ଡ

ନୂଆଦିଲ୍ଲୀ: ଦିଲ୍ଲୀରେ ବର୍ଷା ବିତ୍ପାତ । ତେଣୁ ରାଜଧାନୀର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ପାଣିରେ ଭାସିଯାଇ ଅଲଗା ଅଲଗା ସ୍ଥାନରେ ୪ ଛୋଟ ପିଲାଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଛି। ରାଜଧାନୀରେ ମୌସୁମୀ ପହଞ୍ଚିବା ପରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)…

ସ୍ୱାମୀର ଗୁଳିମାଡରେ ସ୍ତ୍ରୀ ମୃତ ଓ ଝିଅ ଗୁରୁତର

କଳାହାଣ୍ଡି: ଦେଶୀ ବନ୍ଧୁକରୁ ଗୁଳିଫୁଟି ଜଣେ ମୃତ, ଜଣେ ଗୁରୁତର। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ରରପୁ କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଁର ଜେମା ଦେଇ ମାଝୀ । ଜେମାଙ୍କ ଝିଅ ବିଦ୍ୟା ମାଝୀ ବୁର୍ଲା ମେଡିକାଲରେ ଭର୍ତ୍ତି…

ମୋଦୀଙ୍କ ମନ୍ କି ବାତ୍ ରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ମନ୍ କି ବାତ୍ ଆଜି ଅନୁଷ୍ଠିତ ହୋଇଛି। ତିନିମାସ ଧରି ଚାଲିଥିବା ଲୋକ ସଭା ନିର୍ବାଚନ ଏବଂ ପରେ ଶପଥ ଗ୍ରହଣ ହେତୁ ପ୍ରଧାନମନ୍ତ୍ରୀ ତାଙ୍କ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ ଭାଗ ନେଉ ନ ଥିଲେ। ଆଜି ପୁଣିଥରେ ମନ୍…

‘କାଳିଆ, ବଳିଆ ଓ ସୁଭଦ୍ରା ସଦୃଶ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ’

ଭୁବନେଶ୍ବର: ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଛି ବିଜେପି ସମ୍ବର୍ଦ୍ଧନା ସଭା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡା ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ମନ୍ତ୍ରିମଣ୍ଡଳର ମନ୍ତ୍ରୀମାନେ ମଧ୍ୟ ଏହି ସମ୍ବର୍ଦ୍ଧିତ…

ରଥଯାତ୍ରା ପାଇଁ ରେଳବାଇ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା: ୩୧୫ ସ୍ୱତନ୍ତ୍ର ଟ୍ରେନ, ଷ୍ଟେସନରେ ୧୫ ହଜାର ଭକ୍ତଙ୍କ ରହଣି…

ପୁରୀ: ପବିତ୍ର ରଥଯାତ୍ରା ପାଇଁ ରେଳବାଇ ତରଫରୁ ଯାତ୍ରୀମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା । ପୁରୀରେ ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗତବର୍ଷ ପ୍ରାୟ ୧୧ ଲକ୍ଷ ଭକ୍ତଙ୍କ ପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ବେଳେ ଚଳିତ ବର୍ଷ ୧୫ ଲକ୍ଷ ଭକ୍ତଙ୍କ…

ପେପର୍ ମିଲ୍‌ରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

ବଲାଙ୍ଗିର: ପେପର ମିଲରେ ଭୟାଭୟ ଅଗ୍ନିକାଣ୍ଡ। ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର ମିଲ୍‌ରେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଥିବା ସୂଚନା। କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ…

କବିତା ନିରଂତର : ଗାଁ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘କବିତା ନିରଂତର’  ଫଳବତୀ ଗଛ, ପୁଣି ଜଳବତୀ ନଈ ଶସ୍ୟବତୀ ଖେତ, ଆଉ ଦୁଗ୍‌ଧବତୀ ଗାଈ କାହିଁ ? ଏଠି ମୋଟେ ଦିଶୁନାହିଁ, ଶଗଡ଼ର ଭଂଗା ଚକ ନାହିଁ କାହିଁ ଲୋକବାକ ଘର ବାଟ ଶୂନ୍‌ଶାନ୍‌ ପାହାଂତିଆ ଆଲୁଅରେ ସବୁଆଡ଼ ଖାଲି ଖାଁ ଖାଁ ଏ କି…

ଆହୁରୀ ୨ ଦିନ ପ୍ରବଳ ବର୍ଷିବ, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ବି ରାଜ୍ୟରେ ପ୍ରବଳ ବର୍ଷା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ଯରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର…

ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ, ସମ୍ବର୍ଦ୍ଧନା ଉତ୍ସବରେ ହେବେ ସାମିଲ

ଭୁବନେଶ୍ୱର: ୩ ଦିନିଆ ନୂଆଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଫେରିଛନ୍ତି। ଦିଲ୍ଲୀ ଗସ୍ତରେ ଯାଇ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକଡ, ପ୍ରଧାନମନ୍ତ୍ରୀ…

ଧାରାବାହିକ ଉପନ୍ୟାସ : ଈଶ୍ୱର ମରିଗଲା ପରେ (୯)

ମହାଶ୍ୱେତା ସାହୁଙ୍କ ଉପନ୍ୟାସ ‘ଈଶ୍ୱର ମରିଗଲା ପରେ’ ମାଓଲି ବସିଥିଲା ତାଙ୍କ ବସ୍ତିର ଅଗଣା ଆଗରେ । ଆକାଶରେ କେତେ ଚଢ଼େଇ... । କେଇଟା କାଉ ତାଙ୍କ ଘର ଆଗ ଦେଇ ଟଣାଯାଇଥିବା ଟିଣର ଛପର ଉପରେ ବସି ବୋବୋଉ ଥିଲେ ଅତି କର୍କଷ ଭାବରେ । ଗାଲରେ ହାତଦେଇ କଣ୍ଢେଇ ସହ ଖେଳୁଛି ତା'ର ସାନ ଭଉଣୀ…