ସକ୍ରିୟ ଲଘୁଚାପ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ଵର: ଆଜିଠୁ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ -ଢେଙ୍କାନାଳ,…