ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍
ଭୁବନେଶ୍ଵର: ରଥଯାତ୍ରା ପାଇଁ ଚଳାଚଳ କରିବ ୩୧୫ ସ୍ପେଶାଲ ଟ୍ରେନ୍ । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ଏନେଇ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ୩୧୫ ସ୍ପେଶାଲ ଟ୍ରେନ୍ ଚାଲିବ ଏବଂ ରାଜ୍ୟର ସବୁ ଅଞ୍ଚଳକୁ ପହଞ୍ଚିବ । ଏଥିରେ ୧୫ ହଜାର ଯାତ୍ରୀ ରହିଲା ଭଳି ଟେଣ୍ଟ ଲଗାଯିବ…