ରାଜଧାନୀରେ ତୁହାକୁ ତୁହା ବର୍ଷା, ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା
ଭୁବନେଶ୍ଵର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା। ରାଜଧାନୀ ଭୁବନେଶ୍ଵରରେ ତୁହା କୁ ତୁହା ବର୍ଷା ଜାରି ରହିଛି । ତେବେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ଖୋର୍ଦ୍ଧା, ଗଞ୍ଜାମକୁ ଅତି ପ୍ରବଳ ବର୍ଷା…