ମୟୂର ପୁଚ୍ଛ ବଦଳାଇ ଦେବ ଭାଗ୍ୟ
ଭୁବନେଶ୍ୱର : ମଣିଷ ସବୁବେଳେ ସୁଖ ଶାନ୍ତିରେ ରହିବାକୁ ଇଚ୍ଛା କରିଥାଏ। ଯଦି ଘରେ ଅଭାବ ଅନଟନ ଓ କଳିଝଗଡ଼ା ଲାଗି ରୁହେ ତାହାହେଲେ ମଣିଷ ସବୁବେଳେ ଟେନସନ୍ରେ ରହିଥାଏ। ଘରର ବାସ୍ତୁଦୋଷ ଥିଲେ ଏପରି ସମସ୍ୟା ଭୋଗିବାକୁ ପଡ଼ିଥାଏ ବୋଲି ବାସ୍ତୁବିତ୍ ମତାମତ ଦେଇଥାନ୍ତି। ଏହାର ନିରାକରଣ ପାଇଁ ମଧ୍ୟ…