Latest Odisha News

BREAKING NEWS

ଦେଶରେ ଜରୁରୀକାଳୀନ ସ୍ଥିତି ଏବଂ ସେ ସମୟରେ ହୋଇଥିବା ଅତ୍ୟଧିକ ବଳପ୍ରୟୋଗକୁ ବାଚସ୍ପତିଙ୍କ ନିନ୍ଦା, ପ୍ରଶଂସା କଲେ ମୋଦୀ

ନୂଆଦିଲ୍ଲୀ: ଦେଶରେ ଜରୁରୀକାଳୀନ ସ୍ଥିତି ଏବଂ ସେ ସମୟରେ ହୋଇଥିବା ଅତ୍ୟଧିକ ବଳପ୍ରୟୋଗକୁ ମାନ୍ୟବର ଲୋକସଭା ବାଚସ୍ପତି ନିନ୍ଦା କରିଛନ୍ତି । ବାଚସ୍ପତିଙ୍କ ଏହି ନିଷ୍ପତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ପୋଷ୍ଟ କରି…

ଭାରତ ବିରୋଧରେ ବଲ ଟ୍ୟାମ୍ପରିଂ ଅଭିଯୋଗ ଆଣିଲେ ଇଞ୍ଜାମାମ

ନୂଆଦିଲ୍ଲୀ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ପାକିସ୍ତାନ ଟିମର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ରହିଥିଲା । ସଳ ସେମିଫାଇନାଲକୁ ଉନ୍ନୀତ ହେବାରେ ବିଫଳ ହୋଇଛି । ଅପରପକ୍ଷରେ ଭାରତ ଅପରାଜେୟ ରହି ସେମିଫାଇନାଲରେ ପ୍ରବେଶ କରିଛି । ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ଭାରତ ଭଲ ପ୍ରଦର୍ଶନ କରି ୨୬…

ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁଁ ୩ ଜଣଙ୍କ ମୃତ୍ୟୁ ଘଟଣା । ଗଭୀର ଦୁଃଖ ପ୍ରକାଶ ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା…

ଏମପିଲାଡସ କାର୍ଯ୍ୟକ୍ରମ ଲାଗି ସମ୍ବଲପୁରକୁ ନୋଡାଲ ଜିଲ୍ଲା ଚୟନ

ସମ୍ବଲପୁର: ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବରେ ଚୟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଏ ନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ ଏବଂ କାର୍ଯ୍ୟକ୍ରମ କ୍ରିୟାନ୍ୱୟନ ମନ୍ତ୍ରଣାଳୟ ଅନ୍ତର୍ଗତ ଏମପିଲାଡ୍ ଡିଭିଜନ ପକ୍ଷରୁ ଏକ ପତ୍ର…

ବେଆଇନ ଗଞ୍ଜେଇ ଚାଲାଣ ବେଳେ ଦୁଇ ଗିରଫ, ୧୪ କେଜି ଗଞ୍ଜେଇ ଜବତ

ବରଗଡ: ବେଆଇନ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ପୋଲିସ । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ବରଗଡ଼ ଟାଉନ ଥାନା ପୋଲିସ । ଗିରଫ ଯୁବକ ମାନେ ହେଲେ ଝାରଖଣ୍ଡ ଅଞ୍ଚଳର ପ୍ରଦୀପ ମୁଣ୍ଡା ଏବଂ ଧର୍ମୁ ମୁଣ୍ଡା । ଖବର ମୁତାବକ, ଆଜି ଗଞ୍ଜେଇ ଚାଲାଣ ନେଇ ବିଶେଷ ସୂତ୍ରରୁ ଖବରପାଇ ବରଗଡ଼ ଟାଉନ ଥାନା…

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷିତ

ନୂଆଦିଲ୍ଲୀ:ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ୧୬ ଜଣିଆ ଭାରତୀୟ ହକି ଦଳର ଘୋଷଣା ବୁଧବାର କରାଯାଇଛି । ହରମନପ୍ରୀତ ସିଂଙ୍କୁ ଅଧିନାୟକ ଏବଂ ହାର୍ଦ୍ଦିକ ସିଂଙ୍କୁ ଉପଅଧିନାୟକ ନିଯୁକ୍ତ କରାଯାଇଛି । ଏହି ଦଳରେ ୫ଜଣ ଯୁବ ଖେଳାଳି ଅଲିମ୍ପିକରେ ପଦାର୍ପଣ କରିବେ । ଓଡିଶାରୁ ଏକମାତ୍ର ଖେଳାଳି…

ଆକାଶରୁ ଖସିଲା ମୃତ୍ୟୁ, ଚାଲିଗଲା ୩ ଜଣଙ୍କ ଜୀବନ

ବରଗଡ: ବଜ୍ରପାତରେ ଚାଲିଗଲା ୩ ଜଣଙ୍କ ଜୀବନ। ୨ ଜଣ ଗୁରୁତର। ଗୁରୁତର ୨ ଜଣଙ୍କୁ ପଦ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ଘଟିଛି ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଦେୱାନଡ଼ିହି ଗ୍ରାମରେ । ସୂଚନା ଅନୁସାରେ, ପ୍ରବଳ ବର୍ଷା କାରଣରୁ ୫ ଜଣ ବ୍ୟକ୍ତି ଏକ ବରଗଛ ତଳେ ଠିଆ ହୋଇଥିଲେ ।…

ସୁରକ୍ଷାବାହିନୀକୁ ସଫଳତା; ଏନକାଉଣ୍ଟରେ ଟଳିଲେ ୨ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ । ଆଜି ସକାଳ ସମୟରେ ଦୋଡା ଜିଲ୍ଲାର ସିନ୍ନୁ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଥିବା ଖବର ରହିଛି । ସୂଚନା…

ଶୁଣାଣି ସମୟରେ କୋର୍ଟ ରୁମ୍ ରେ ବିଗିଡିଲା କେଜ୍ରିୱାଲଙ୍କ ସ୍ୱାସ୍ଥ୍ୟାବସ୍ଥା

ନୂଆଦଲ୍ଲୀ: ପୁଣି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଛି । ଆଜି ସୁପ୍ରିମକୋର୍ଟରେ ଜାମିନ ଆବେଦନ ଶୁଣାଣି ମଧ୍ୟରେ କୋର୍ଟ ରୁମ୍ ରେ କେଜ୍ରିଓ୍ୱାଲ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କ ସୁଗାର ଲେବୁଲ ହ୍ରାସ ପାଇଥିବାରୁ ଏଥିପାଇଁ ତାଙ୍କୁ ଅନ୍ୟ ଏକ…

ମୃତ ଶିଶୁକନ୍ୟାକୁ ମେଡିକାଲ୍‌ରେ ଛାଡ଼ି ଦୁର୍ବୃତ୍ତ ଚମ୍ପଟ୍‌

କୋରାପୁଟ: ମୃତ ଶିଶୁକନ୍ୟାକୁ ମେଡିକାଲ୍‌ରେ ଛାଡ଼ି ଚମ୍ପଟ୍‌ ମାରିଲେ ଦୁର୍ବୃତ୍ତ। ବାଇକରେ ଆଣି ସୁନାବେଡ଼ା ମେଡିକାଲ୍‌ରେ ଶିଶୁକନ୍ୟାକୁ ଛାଡ଼ି ଚାଲିଗଲେ ଦୁର୍ବୃତ୍ତ। ସୂଚନା ପାଇ ସୁନାବେଡ଼ା ମେଡ଼ିକାଲରେ ପହଞ୍ଚିଲେ ସୁନାବେଡ଼ା ଏସ୍‌ଡିପିଓ । ଘଟଣାର ତନାଘନା ଆରମ୍ଭ ହୋଇଥିବା ବେଳେ କିଏ…