Latest Odisha News

BREAKING NEWS

ଆଇଏଫଏସ୍ ଭି. କାର୍ତ୍ତିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

ନୂଆଦିଲ୍ଲୀ: ଟ୍ରେନି ଅଧିକାରୀଙ୍କୁ ଦେଉଥିଲେ ଅଶ୍ଳିଳ ମେସେଜ୍ ! ରାତିରେ ଘରକୁ ଡାକୁଥିଲେ ! ଓଡିଶା କ୍ୟାଡର ଆଇଏଫଏସ ଭି. କାର୍ତ୍ତିକଙ୍କ ବିରୋଧରେ ସଂଗୀନ ଅଭିଯୋଗ। ଆଭ୍ୟନ୍ତରୀଣ କମିଟିର ତଦନ୍ତ ଆଧାରରେ ମହିଳା ଟ୍ରେନିଙ୍କୁ ଯୌନ ଉତ୍ପୀଡନ ଅଭିଯୋଗରେ ଭି. କାର୍ତ୍ତିକଙ୍କ ବିରୋଧରେ…

କାହିଁକି ମନୋଜ ଆହୁଜା ହୋଇପାରନ୍ତି ମୁଖ୍ୟ ଶାସନ ସଚିବ ?

ଭୁବନେଶ୍ବର: ଓଡିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ କି ମନୋଜ ଆହୁଜା? କେନ୍ଦ୍ର ସରକାର ତାଙ୍କୁ ନିଜ ଗୃହ କ୍ୟାଡର ଓଡିଶାକୁ ଫେରାଇଦେବା ପରେ ବଢିଛି ଚର୍ଚ୍ଚା । କେନ୍ଦ୍ରୀୟ ଡେପୁଟେସନରେ ଥିବା ୧୯୯୦ ବ୍ୟାଚର ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ଓଡିଶା ଫେରାଇ ଆଣିବା ଲାଗି ରାଜ୍ୟ ସରକାର…

ଦୀର୍ଘ ୧୦ ବର୍ଷ ପରେ ଲୋକସଭାରେ ବିରୋଧୀ ଦଳର ନେତା ହେଲେ ରାହୁଲ୍ ଗାନ୍ଧୀ

ନୂଆଦିଲ୍ଲୀ: ପୁଣି ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ପରାଜିତ କରି ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ସେ ଲଗାତାର ଦ୍ବିତୀୟ ଥର ପାଇଁ ବାଚସ୍ପତି ପଦ ସମ୍ଭାଳିଛନ୍ତି । ଏନେଇ କାମଚଳା…

ଖୁବଶିଘ୍ର ମହାନଦୀ ଜଳ ବିବାଦର ହେବ ସମାଧାନ

ଭୁବନେଶ୍ବର: ଖୁବଶିଘ୍ର ମହାନଦୀ ଜଳ ବିବାଦର ହେବ ସମାଧାନ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ। ଏହି ବିବାଦ ରାଜ୍ୟ ରଜ୍ୟ ମଧ୍ୟରେ ଆଲୋଚନା କରାଯାଇ ସମାଧାନ କରାଯାଇପାରିବ। କିନ୍ତୁ ପୂର୍ବ ସରକାର କେବେବି ସମାଧାନ ପାଇଁ ବିଶେଷ ଉଦ୍ୟମ କରିନାହାନ୍ତି। ଛତିଶଗଡ଼…

‘ଓଡ଼ିଶାରେ ପର୍ଯ୍ୟାୟକ୍ରମେ କମିବ ମଦ କାରବାର, ନିଶା ମୁକ୍ତ ହେବ ରାଜ୍ୟ’

ଭୁବନେଶ୍ବର: ଓଡିଶାରେ କମିବ ନିଶା ବ୍ୟବହାର । ରାଜ୍ୟରେ ପ୍ରର୍ଯ୍ୟାୟ କ୍ରମେ ବନ୍ଦ ହେବ ମଦ କାରବାର । ରାଜ୍ୟକୁ ମଦ ମୁକ୍ତ ଓ ନିଶା ମୁକ୍ତ କରିବାକୁ ଯୋଜନା କରାଯାଉଥିବା କହିଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସାମାଜିକ ସୁରକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି ଯେ,…

ରତ୍ନଭଣ୍ଡାର ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଓ ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୂର୍ବରୁ ମଧ୍ୟ ଏହି ପ୍ରସଙ୍ଗରେ ଏକ ବାଲୁକା ଚିତ୍ରକଳା କରି ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପାଇଁ ଅନୁରୋଧ…

ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଘଟଣା, ବିଜେଡି ନେତାଙ୍କ ଘରେ ପୋଲିସ

ଭୁବନେଶ୍ବର: ମହିଳା ସାମ୍ବାଦିକଙ୍କ ଉପରକୁ କୁକୁର ଛାଡ଼ିଦେବା ଅଭିଯୋଗ ଘଟଣାରେ ବିଜେଡି ନେତା ରଘୁନନ୍ଦନ ଦାସଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା ପୋଲିସ । ତଦନ୍ତ ଓ ପଚରାଉଚରା ପାଇଁ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନଙ୍କ କ୍ୱାର୍ଟର୍ସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ । ସୂଚନା ଅନୁସାରେ,…

ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ବିନ୍‌ ସିଟିରେ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ। ଏଥିସହ ପୁରୀ ଓ ନୟାଗଡ଼କୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ୫ ଦିନ ମଧ୍ୟରେ ସାରା ରାଜ୍ୟରେ…

ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥିର ହେଲା ଗସ୍ତ ସୂଚୀ

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ରାଷ୍ଟ୍ରପତି…

ସଂସଦରେ ଦୁର୍ଲଭ ଦୃଶ୍ୟ! ହାତ ମିଳାଇଲେ ପିଏମ ମୋଦୀ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଦ୍ୱିତୀୟ ଥର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା। ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ଓମ୍ ବିର୍ଲାଙ୍କୁ ଉଭୟ ପ୍ରଧାନମନ୍ତ୍ରୀ ମୋଦୀ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁଭେଚ୍ଛା ଜଣାଇଛନ୍ତି। ଅଷ୍ଟାଦଶ ଲୋକସଭାର ନବ ନିର୍ବାଚିତ ବାଚସ୍ପତି ଓମ୍ ବିର୍ଲାଙ୍କୁ…