ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନରେ, ଖୁସି ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପୁଞ୍ଜି ନିବେଶ ପ୍ରସ୍ତାବ କ୍ଷେତ୍ରରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ ଏକ ପୋଷ୍ଟ ସେୟାର କରିଛନ୍ତି। ସେ ଏହି ପୋଷ୍ଟରେ ଲେଖିଛନ୍ତି, ସାରା ଦେଶର ଅଗ୍ରଣୀ ରାଜ୍ୟମାନଙ୍କ ମଧ୍ୟରେ ପୁଞ୍ଜି ନିବେଶ…