ରଥଯାତ୍ରାକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ପୁରୀ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କ ବ୍ୟତିତ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ…