ସହରାଞ୍ଚଳ ଲୋକଙ୍କୁ ଉତ୍ତମ ସେବା ଯୋଗାଣ ପାଇଁ ଟିମ୍ ୱାର୍କ ଉପରେ ବିଭାଗୀୟ ମନ୍ତ୍ରୀଙ୍କ ଗୁରୁତ୍ୱ
ଭୁବନେଶ୍ୱର: ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବାପାଇଁ ଅଧିକାରୀମାନେ ‘ଟିମ୍ ୱାର୍କ’ କରିବାକୁ କହିଛନ୍ତି ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର । ଆଜି ଲୋକସଭା ଭବନର କନଭେନସନ ହଲରେ ସହରାଞ୍ଚଳ ପ୍ରଶାସନର ପ୍ରାଥମିକତା ନେଇ ପୌର…