ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ୨୬ରୁ ରାଜ୍ୟରେ ବଢିବ ବର୍ଷା, ୯ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର: ବଙ୍ଗୋପସାଗରରେ ଆସନ୍ତାକାଲି ବେଳକୁ ସୃଷ୍ଟି ହେବାକୁ ଯାଉଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୬ରୁ ରାଜ୍ୟରେ ବଢିବ ବର୍ଷା। କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ଆଲର୍ଟ ଜାରି କରାଯାଇଛି। ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା,…