Latest Odisha News

BREAKING NEWS

ନବୀନଙ୍କ ଭିଡିଓ…ବଢିଲା ଚର୍ଚ୍ଚା

ଭୁବନେଶ୍ବର : ଦଳ ଭାଙ୍ଗିବା ଭୟ ନା ସରକାର ଭାଙ୍ଗିବା ନେଇ ଭବିଷ୍ୟବାଣୀ ? ନିକଟରେ ଆସିଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଏକ ଭିଡିଓକୁ ନେଇ ଜୋରଦାର ଚର୍ଚ୍ଚା। ଶନିବାର ନବୀନ ନିବାସରେ କବିସୂର୍ଯ୍ୟନଗର, ତେଲକୋଇ, ବାଙ୍କୀ ନିର୍ବାଚନମଣ୍ଡଳୀର ନେତା ଓ କର୍ମୀଙ୍କୁ ଭେଟିଥିଲେ ନବୀନ ।…

ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍, ଶିକ୍ଷାମନ୍ତ୍ରୀଙ୍କ ପାରିବା ପଣିଆ ଉପରେ ପ୍ରଶ୍ନ ଉଠାଇଲା ବିଜେଡି?

ଭୁବନେଶ୍ୱର: ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଏବଂ ଅନ୍ୟାନ୍ୟ ପରୀକ୍ଷା ବାତିଲ୍ ହେବା ପରେ ଅଡୁଆରେ କେନ୍ଦ୍ରର ଏନଡିଏ ସରକାର ଏବଂ କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ପ୍ରସଙ୍ଗରେ ରାଜ୍ୟରେ ବିରୋଧୀ ଦଳ ବିଜେଡିର ଆଭିମୁଖ୍ୟ କଣ ହେବ ଏହା ଉପରେ ସମସ୍ତଙ୍କ ନଜର ରହିଥିଲା। ଆଉ…

ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଅପରାହ୍ନ ୫ଟାରେ ରଥଟଣା

ପୁରୀ: ରଥାଯାତ୍ରା ପାଇଁ ଶେଷ ହୋଇଛି ନୀତି ସବକମିଟି ଓ ଛତିଶାନିଯୋଗର ଯୁଗ୍ମ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରଥଯାତ୍ରାରୁ ନୀଳାଦ୍ରିବିଜେ ପର୍ଯ୍ୟନ୍ତ ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଜୁଲାଇ ୭ ତାରିଖରେ ଅନୁଷ୍ଠିତ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ…

୧୦ ଦିନ ପରେ ଜଙ୍ଗଲରୁ ଉଦ୍ଧାର ହେଲେ ଲୁକାସ, ଜୋତାରେ ପାଣି ପିଉଥିଲେ

କାଲିଫୋର୍ଣ୍ଣିଆ: ଲୁକାସ ମ୍ୟାକକ୍ଲେଶ ନାମକ ଯୁବକ ଜୁନ ୧୧ରେ କାଲିଫୋର୍ଣ୍ଣିଆ ଜଙ୍ଗଲ ଏବଂ ସାନ୍ତା କ୍ରୁଜ ପାହାଡ ବୁଲିବାକୁ ଯାଇଥିଲେ । ୩ ଘଂଟା ପର୍ଯ୍ୟନ୍ତ ସେ ଚାଲି ଚାଲି ଜଙ୍ଗଲ ଭିତରକୁ ଯିବା ପରେ ଫେରିବା ବେଳକୁ ଆଉ ବାଟ ପାଇ ନ ଥିଲେ । ୫ ଦିନ ଧରି ସେ ଘରକୁ ନ ଆସିବାରୁ ପରିବାର ଲୋକ…

ଖଣି ଲୁଟେରାଙ୍କୁ କଣ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ?

ଭୁବନେଶ୍ବର: ଜନ୍ମମାଟିରୁ ସିଧା ଜବାବ । କେନ୍ଦୁଝରରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଟାର୍ଗେଟ୍ । କହିଲେ, ଖଣି ମାଫିଆଙ୍କୁ ଛାଡିବିନି । କେନ୍ଦୁଝରକୁ ଲୁଟ୍ କରାଯାଇଥିଲା । ଜିଲ୍ଲାର ଖଣି ଲୁଟରେ ସେତେବେଳର ରାଜ୍ୟ ସରକାର ସଂପୃକ୍ତ । କିଛି ଅଣଓଡିଆ କେନ୍ଦୁଝରର ଗରିବ, ଆଦିବାସୀଙ୍କୁ…

ସଂସଦରେ ଚାଲିବନି ଏନଡିଏର ମନମାନି, ଆରମ୍ଭରୁ ବିରୋଧୀ ଦେଲେ ବଡ଼ ବାର୍ତ୍ତା

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭାରେ ଗୃହକାର୍ଯ୍ଯ ଚଳାଇବା ଏନଡିଏ ସରକାର ପାଇଁ କାଠିକର ହେବ। ସଦନର ଦୁଇଟି ଗୃହରେ ବିରୋଧୀ ମଜବୁତ ସ୍ଥିତିରେ ଅଛନ୍ତି, ଅନ୍ୟପଟେ ବିଜେପିକୁ ସହଯୋଗୀ ଭରସା। ଆଉ ଦୁଇ ସହଯୋଗୀ ଜେଡିୟୁ, ଟିଡିପି ଉପରେ ବିରୋଧୀ ମଧ୍ୟ ନିଜ ପଟକୁ ଆଣିବାକୁ ପ୍ରୟାସ କରୁଛନ୍ତି। ଯଦି…

ରାଜ୍ୟସଭାରେ ଶାସକ ଦଳର ନେତା ହେଲେ ଜେପି ନଡ୍ଡା, ବର୍ଷ ଶେଷରେ ବିଜେପି ପାଇପାରେ ନୂଆ ସଭାପତି

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଜେପି ନଡ୍ଡା ଆଜି ରାଜ୍ୟସଭାରେ ଗୃହର ନେତା ଭାବେ ନିଯୁକ୍ତ ହୋଇଛନ୍ତି। ପୀୟୂଷ ଗୋୟଲଙ୍କ ସ୍ଥାନରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗୃହ ନେତା ଭାବେ ଦାୟିତ୍ୱ ଦିଆଯାଇଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ବିତୀୟ କାର୍ଯ୍ୟକାଳରେ…

ବିଜେଡି ଶୂନ୍ୟ ଲୋକସଭା, ରାଜ୍ୟସଭାରେ ବିରୋଧୀ ଆସନରେ ବସିବ କହିଲା ଦଳ

ଭୁବନେଶ୍ୱର: ବିଜେଡି ପ୍ରତିଷ୍ଠା ହେବା ପରେ ପ୍ରଥମ ଥର ପାଇଁ ଦଳ ଲୋକସଭାରେ କୈଣସି ଆଭିମୁଖ୍ୟ ରଖିପାରିବ ନାହିଁ। ଅଷ୍ଟାଦଶ ଲୋକସଭା ଆରମ୍ଭ ହୋଇଛି। ଦୁଇ ଦିନ ଧରି କାମଚଳା ବାଚସ୍ପତି ସାଂସଦଙ୍କୁ ଶପଥ ପାଠ କରାଇବେ। ଏହାରି ଭିତରେ କିନ୍ତୁ ରାଜ୍ୟସଭାରେ ବିଜେଡିର ଆଭିମୁଖ୍ୟ କଣ ହେବ ତାକୁ…

ଗିଲଙ୍କ ନେତୃତ୍ୱରେ ଜିମ୍ବାୱେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ପରେ ଭାରତୀୟ ଟିମ ଜିମ୍ବାୱେ ଗସ୍ତରେ ଯିବ । ସେଠାରେ ୫ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳାଯିବ । ଏହି ଗସ୍ତ ପାଇ ଶୁଭମନ ଗିଲଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି । ଏହି ଗସ୍ତ ପାଇଁ ସମସ୍ତ ସିନିୟର ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି । ଆଇପିଏଲ ୨୦୨୪ରେ…

ନୂଆ ସରକାର ପାଇଁ ଦରବୃଦ୍ଧି ଚିନ୍ତା, ମନ୍ତ୍ରୀ କହିଲେ ପ୍ରତି ବ୍ଲକରେ ତିଆରି ହେବ ଶୀତଳ ଭଣ୍ଡାର

ଭୁବନେଶ୍ୱର: କ୍ଷମତାରେ ବସୁ ବସୁ ରାଜ୍ୟ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ପାଲଟିଛି ଖାଦ୍ୟ ସାମଗ୍ରୀର ଦର ବୃଦ୍ଧି। ଆକାଶ ଛୁଇଁ ପରିବା ଦର ହୋଇଥିବାରୁ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ଏହାରି ଭିତରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରିଷ୍ଠ ଅଧିକାରୀଙ୍କ ସହ…