ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟକା, ଜାମିନ ଉପରେ ରୋକ ଲଗାଇଲେ ହାଇକୋର୍ଟ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ବର୍ତ୍ତମାନ ହାଇକୋର୍ଟ କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଛନ୍ତି। ଶୁଣାଣି ଶେଷ ହେବା ପର୍ଯ୍ୟନ୍ତ ଜାମିନ ସ୍ଥଗିତ ରହିବ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଗତକାଲି ଦିଲ୍ଲୀର ମଦ…