ଆଜି ରାଷ୍ଟ୍ରପତିଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ଆଜି ୬୬ ବର୍ଷରେ ପାଦ ଥାପିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଙ୍କ ଜନ୍ମଦିନ ଅବସରରେ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ମୁର୍ମୁ ଜୁନ୍ ୨୦ ତାରିଖରେ ତାଙ୍କର ଜନ୍ମ ଦିବସ…