ଡିଲ ବେଳେ ମାଡି ବସିଲା ବନ ବିଭାଗ, ଗୋଟେ ବାଘ ଛାଲ ଜବତ ସହ ୨ ଗିରଫ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବନବିଭାଗକୁ ବଡ ସଫଳତା l ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡି ବସିଲା ବନବିଭାଗ । ଗୋଟେ ବାଘ ଛାଲ ସହ ୨ ବ୍ୟବସାୟୀଙ୍କୁ ଗିରଫ କରିଛି ବନବିଭାଗ । ଗିରଫ ୨ଜଣ ହେଲେ ଛେଣ୍ଡିପଦା ଥାନା ହାଣ୍ତିଗୋଡା ଗାଁର ଟିକନ୍ ଗୋଛୟତ ଓ ଧଉରାଖମଣ ଗାଁର…