Latest Odisha News

BREAKING NEWS

ସେପଟେ କର୍ଫ୍ୟୁ, ଏପଟେ ମହଙ୍ଗା ମାଡ଼, ଆକାଶ ଛୁଆଁ ପରିବା ଦର

ଭୁବନେଶ୍ବର: ଅମଳ ସମୟରେ ଆକାଶଛୁଆଁ ପରିବା ଦର । ଯେଉଁ ପରିବା କିଣିଲେ କିଲୋପ୍ରତି ୪୦ ଟଙ୍କାରୁ କମ ନାହିଁ । ସ୍ଥିତି ଏମିତିକି ହୋଇଛି ଯେ, ଜଣେ ସାଧାରଣ ଲୋକ ପକ୍ଷେ ପରିବା କିଣିବା କଷ୍ଟକର ହୋଇପଡିଲାଣି । ଯେଉଁ ପରିବା ଦର ଗତମାସ ସୁଦ୍ଧା ସ୍ୱାଭାବିକ ରହିଥିଲା, ତାହା ଏବେ ବୃଦ୍ଧି ପାଇଛି ।…

ସୋନାକ୍ଷୀଙ୍କ ବାହାଘର, ‘ଖାମୋସ’ ଶତ୍ରୁଘ୍ନ !

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ୍ ଶୀଘ୍ର ବୟଫ୍ରେଣ୍ଡ ଜହିର ଇକବାଲଙ୍କୁ ବିବାହ କରିବାକୁ ଯାଉଛନ୍ତି । କୁହାଯାଉଛି, ସୋନାକ୍ଷୀଙ୍କ ବିବାହକୁ ନେଇ ଖୁସି ନାହାନ୍ତି ବାପା ଶତ୍ରୁଘ୍ନ ସିହ୍ନା ଓ ପରିବାର। କାହିଁକି ଶତ୍ରୁଘ୍ନ ଖୁସି ନାହାନ୍ତି, ଏନେଇ ସ୍ପଷ୍ଟ ସୂଚନା…

ଆଇସକ୍ରିମରୁ କଟା ଆଙ୍ଗୁଠି ବାହାରିବା ମାମଲା, ବଡ ଖୁଲାସା କଲା ମୁମ୍ବାଇ ପୋଲିସ

ମୁମ୍ବାଇ: ଆଇସକ୍ରିମରୁ ମଣିଷର କଟା ଆଙ୍ଗୁଠି ବାହାରିବା ଘଟଣାରେ ପୋଲିସ ହାତରେ ଲାଗିଛି ବଡ ତଥ୍ୟ। ଆଙ୍ଗୁଠିଟି କାହାର ସେନେଇ ସ୍ପଷ୍ଟ କରିଛି ମୁମ୍ବାଇ ପୋଲିସ । ତେବେ ଏନେଇ କୌଣସି ସଠିକ୍ ପ୍ରମାଣ ମିଳିନଥିବା ବେଳେ ଡିଏନଏ ଟେଷ୍ଟ ପରେ ସମସ୍ତ ତଥ୍ୟ ସାମ୍ନାକୁ ଆସିବ ବୋଲି କହିଛି ମୁମ୍ବାଇ…

ମହାନଦୀ ପ୍ରସଙ୍ଗ ଉଠାଇ ମୋହନ ସରକାର ଆଗରେ ବଡ ଆହ୍ବାନ ରଖିଲା ବିଜେଡି ଓ କଂଗ୍ରେସ

ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ବିବାଦ । ବିଜେପି ସରକାରକୁ ଆସିବା ପରେ ମହାନଦୀ ପାଣି ପ୍ରସଙ୍ଗକୁ ତେଜି ବିରୋଧୀଙ୍କ ଆରମ୍ଭ ହୋଇଛି ବୟାନ ବାଜି ।  ଧିରେ ଧିରେ ଶୁଖିଯିବାକୁ ବସିଲାଣି ମହାନଦୀ ପାଣି । ସେହି ପୁରୁଣା ପ୍ରସଙ୍ଗ ଉଠାଇ ନୂଆ ସରକାରଙ୍କୁ ଆହ୍ବାନ ଦେଇଛନ୍ତି ବିରୋଧୀ ।…

ବଢ଼ିବାରେ ଲାଗିଛି କେଜ୍ରିୱାଲଙ୍କ ଅଡୁଆ, ୩ଜୁଲାଇ ପର୍ଯ୍ୟନ୍ତ ବଢ଼ିଲା ନ୍ୟାୟିକ ହେପାଜତ

ନୂଆଦିଲ୍ଲୀ: ବଢ଼ିଲା ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜଡିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ । କେଜରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ। ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ ହେପାଜତ…

ଆଉ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

କେନ୍ଦୁଝର: ପୁଣି ଗଲା ଆଉ ଏକ ଦନ୍ତାର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସୋସୋ ଅଞ୍ଚଳରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି । ତେବେ କେମିତି ଏବଂ କେଉଁ ପରିସ୍ଥିତିରେ ହାତୀଟିର ମୃତ୍ୟୁ ହେଲା ଜଣାପଡ଼ି ନାହିଁ । ମୃତ ଦନ୍ତାର ବୟସ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।…

ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ମିଡିଆ ମହାନାୟକ ରାମୋଜୀ ରାଓଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ଭାରତୀୟ ଗଣମାଧ୍ୟମ ଓ ମନୋରଞ୍ଜନ ଜଗତକୁ ନୂଆ ଦିଗ ଦେଖାଇଥିବା ରାମୋଜୀ ରାଓଙ୍କୁ ଓଡ଼ିଶା ଗଣମାଧ୍ୟମ ପରିବାର ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ରମୋଜୀ ରାଓଙ୍କ ଏକାଦଶାହ ଅବସରରେ ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ମିଡିଆ ଓ ମନୋରଞ୍ଜନ ଜଗତର ବହୁ…

କଂଗ୍ରେସକୁ ଜାଣିଶୁଣି ବୁଡ଼ାଇଦେଲେ !

ଭୁବନେଶ୍ବର: ମଉକା ଥିଲା, ଚଉକା ମାରି ପାରିଲାନି କଂଗ୍ରେସ । ନିର୍ବାଚନରେ ହାତରୁ ଖସିଗଲା ବଡ ସୁଯୋଗ। ବିଜେଡି ହାତରୁ କ୍ଷମତା ଛଡାଇନେଲା ବିଜେପି, ହେଲେ ସେମିତି ଚାହିଁ ରହିଗଲା କଂଗ୍ରେସ । ବିଜେଡି ବିରୋଧୀ ଜନ ଅସନ୍ତୋଷର ଫାଇଦା ନେଇ ପାରିଲାନି ଦଳ। ନା ଦଳୀୟ ପ୍ରାର୍ଥୀଙ୍କ ପାଖରେ ପହଞ୍ଚି…

ଚିନ୍ତା ବଢ଼ାଉଛି ଡିପଥେରିଆ; ଆଜିଠୁ ରାୟଗଡ଼ାରେ ଆରମ୍ଭ ହେଲା ବୁଷ୍ଟର ଡୋଜ

ରାୟଗଡ଼ା: ରାଜ୍ୟରେ ବ୍ୟାପୁଛି ଡିପଥେରିଆ ସଂକ୍ରମଣ । ଯାହା ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ ନେଇଛି । ଆଜିଠୁ ରାୟଗଡ଼ାର କାଶୀପୁରରେ ବୁଷ୍ଟର ଡୋଜ ଆରମ୍ଭ ହୋଇଛି । ୮୦ଟି ଗାଁରେ ବୁଷ୍ଟର ଡୋଜ୍ ଦିଆଯିବାର କାର୍ଯ୍ୟକ୍ରମ ରହିଛି ।…

ଉଦଘାଟନ ହେଲା ନାଳନ୍ଦାର ନୂଆ କ୍ୟାମ୍ପସ, ଫେରିବ ପୁରୁଣା ପରିଚୟ

ନୂଆଦିଲ୍ଲୀ: ବୁଧବାର ଉଦଘାଟନ ହେଲା ନାଳନ୍ଦାର ନୂଆ କ୍ୟାମ୍ପସ। ପ୍ରଧାନମନ୍ତ୍ରୀ ମୋଦି ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ ଉଦଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପୁରୁଣା ବିଶ୍ୱବିଦ୍ୟାଳୟକୁ ବୁଲି ଦେଖିଛନ୍ତି। ୨୦୧୬ ମସିହାରେ ଏହି ବିଶ୍ୱବିଦ୍ୟାଳୟକୁ ପର୍ଯ୍ୟଟନସ୍ଥଳ…