ଗଞ୍ଜାମର ୩ଟି ବ୍ଲକର ୧୩ଟି ପଞ୍ଚାୟତକୁ ମିଳିଲା ବିଜୁଳି, ଉପକୃତ ହେଲେ ୧୬ ହଜାରରୁ ଉର୍ଦ୍ଧ୍ୱ ଉପଭୋକ୍ତା
ବ୍ରହ୍ମପୁର: ଗଞ୍ଜାମର ୩ଟି ବ୍ଲକର ୧୩ଟି ପଞ୍ଚାୟତକୁ ମିଳିଲା ବିଜୁଳି ସେବା। ଭରସାଯୋଗ୍ୟ ତଥା ଗୁଣାତ୍ମକ ବିଜୁଳି ଯୋଗାଣ ପାଇଁ ଟିପିଏସଓଡିଏଲ୍ ଗଞ୍ଜାମ ଜିଲ୍ଲା ଆସିକା ନୂଆ ଗ୍ରୀଡ୍ ସବଷ୍ଟେସନଠାରୁ ନୂଆଗାଁ ପ୍ରାଇମେରୀ ସବଷ୍ଟେସନ ପର୍ଯ୍ୟନ୍ତ ଏକ ନୂଆ ୩୩ କେଭି ଲାଇନ ସ୍ଥାପନ କରିଛି । ଏହି…