ଡ୍ରେନ୍ ଟ୍ରାଜେଡି: ଘଟଣାସ୍ଥଳରେ ନଗର ଉନ୍ନୟନ ମନ୍ତ୍ରୀ, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିଶନରଙ୍କୁ…
ଭୁବନେଶ୍ବର: ମଙ୍ଗଳବାର ଅପରାହ୍ଣରେ ନାଳରେ ଭାସିଯାଇ ନାବାଳକର ମୃତ୍ୟୁ ଘଟଣାରେ ୟୁନିଟ-୩ ମସଜିଦ୍ କଲୋନୀରେ ପହଞ୍ଚିଲେ ନଗର ଉନ୍ନୟନ ମନ୍ତ୍ରୀ। ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟିବା ପରେ ଆଜି ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ…