ଆଜି ଶପଥ ନେବେ ନବନିର୍ବାଚିତ ବିଧାୟକ, ୨୦ ରେ ବାଚସ୍ପତି ନିର୍ବାଚନ
ଭୁବନେଶ୍ୱର: ଆଜି ଓ ଆସନ୍ତାକାଲି ଅର୍ଥାତ ଜୁନ୍ ୧୮ ଓ ୧୯ ତାରିଖ ଦୁଇଦିନ ଧରି ସପ୍ତଦଶ ବିଧାନସଭାର ନବନିର୍ବାଚିତ ବିଧାୟକମାନଙ୍କୁ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଶପଥ ପାଠ କରାଇବେ। ୨୦୨୪ ସାଧାରଣ ନିର୍ବାଚନରେ ବିଧାନସଭା ନିର୍ବାଚନ ଜିତିଥିବା ବିଧାୟକମାନେ ମଙ୍ଗଳବାର ଓ…