କଲବଲ କରୁଛି ଖରା, ଆହୁରି ଦୁଇ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ
ଭୁବନେଶ୍ଵର: କଲବଲ କରୁଛି ଖରା । ଆହୁରି ୨ଦିନ ଯାଏଁ ରାଜ୍ୟରେ ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ । ଆଜି ପାଇଁ ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା ସମେତ ଅନେକ ଜିଲ୍ଲାକୁ ପ୍ରବଳ ଖରା ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି…