ଲିମକା ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲା ଭାରତୀୟ ରେଳବାଇ
ନୂଆଦିଲ୍ଲୀ: ଲିମକା ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲା ଭାରତୀୟ ରେଳବାଇ । ଏକାଧିକ ସ୍ଥାନରେ ଆୟୋଜିତ ଜନସେବା କାର୍ଯ୍ୟକ୍ରମରେ ସବୁଠୁ ଅଧିକ ଲୋକଙ୍କୁ ଏକତ୍ରିତ କରିବା ଲାଗି ଭାରତୀୟ ରେଳବାଇ ଲିମକା ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଛି।
ଗତ ୨୬ ଫେବୃଆରୀ ୨୦୨୪ରେ ରେଳ ମନ୍ତ୍ରଣାଳୟ ଏକ…