କୁଏତ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ଆଜି ସନ୍ଧ୍ୟାରେ ଓଡ଼ିଶା ପହଞ୍ଚିବ ୨ ଓଡିଆଙ୍କ ମୃତଦେହ
ଭୁବନେଶ୍ୱର: କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ଅଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ମୃତକମାନେ ହେଲେ ସନ୍ତୋଷ କୁମାର ଗୌଡ଼ ଓ ମହମ୍ମଦ…