Latest Odisha News

BREAKING NEWS

‘ରଜ’ର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଓ ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଗଣ ପର୍ବ ରଜ। ଆଜି ପହିଲି ରଜ। ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର। ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ। ଆଜି ପହିଲି ରଜରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ…

ଭାରତରେ ଏକ ନମ୍ବର ଓଡିଶାର କିଟ୍ ବିଶ୍ବବିଦ୍ୟାଳୟ

ଭୁବନେଶ୍ବର: ଟାଇମ୍‍ସ ହାୟର ଏଜୁକେସନ୍‍ 'ଇମ୍ପାକ୍ଟ' ରାଙ୍କିଙ୍ଗରେ ବିଶ୍ୱରେ ୬ ସ୍ଥାନରେ ରହିଥିବା ବେଳେ ଭାରତରେ ଏକ ନମ୍ବର ସ୍ଥାନ ଗ୍ରହଣ କରିଛି କିଟ୍‍ ବିଶ୍ବବିଦ୍ୟାଳୟ । ପ୍ରକାଶ ପାଇଯାଇଛି ଚଳିତ ବର୍ଷର ଟାଇମ୍‍ସ ହାଇଅର ଏଜୁକେସନ୍‍ 'ଇମ୍ପାକ୍ଟ' (ସାମାଜିକ ପ୍ରଭାବ) ରାଙ୍କିଙ୍ଗ । ଏଥିରେ…

ପରମ୍ପରାରେ ପାନ

ଭୁବନେଶ୍ୱର : ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ'ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ'ଟି ଆନ୍ତରିକତା ଓ ନିବିଡ଼ତାର କଥା । ରଜ ସହିତ ପାନ…

ଇଟାଲୀ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ, ହେବ ଇଟାଲୀ ଭାରତ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବାକୁ  ଗୁରୁବାର ରାତିରେ ଇଟାଲୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଚଳିତ ବର୍ଷର ଜି-୭ ଶିଖର ସମ୍ମିଳନୀର ଅଧ୍ୟକ୍ଷତା କରୁଛି ଇଟାଲୀ। ଇଟାଲୀର ଅପୁଲିଆରେ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଜି-୭ ଶିଖର ସମ୍ମିଳନୀ ଅନୁଷ୍ଠିତ…

ରଜ ମହୋତ୍ସବ ୨୦୨୪ ଉଦ୍ଘାଟିତ

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ମୁଖ୍ୟାଳୟରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଏକାମ୍ର ବିଧାୟକ ବାବୁ ସିଂଙ୍କ ଦ୍ୱାରା ରଜ ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି । ଏହି ଅବସରରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ଜେନେରାଲ…

ପୁର ପଲ୍ଲୀରେ ରଜ ମଉଜ, କାହିଁକି ପାଳନ ହୁଏ ରଜ ଜାଣନ୍ତୁ……

ଭୁବନେଶ୍ବର: ଆଜି ରଜ ପାଳୁଛି ଓଡିଶା । ସାରା ରାଜ୍ୟରେ ପହିଲି ରଜ ମଉଜ । ଓଡିଶାର ଝିଅ ବୋହୂମାନେ ସୂର୍ଯ୍ୟ ଉଇଁବା ଆଗରୁ ଗୋଧୋଇ ପାଧୋଇ ରଜ ପାଳନ କରୁଛନ୍ତି । ରଜ ପାନ, ରଜ ଦୋଳି, ସୁନ୍ଦର ସୁନ୍ଦର ଝିଅଙ୍କ ସଜବାଜବରେ ଚଳଚଞ୍ଚଳ ଓଡିଶାର ପ୍ରତିଟି ଘର । ଘରେ ଘରେ ପିଠା ପଣା, ଦୋଳି ଖେଳ,…

ଗବେଷଣାକୁ ପ୍ରୋତ୍ସାହନ ଦେବା ପାଇଁ ସୋଆ ପକ୍ଷରୁ ଆଇଏମଜିଇଏକ୍ସ ଇଣ୍ଡିଆ ସହ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷା 'ଓ' ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ଓ ଭୁବନେଶ୍ୱରସ୍ଥିତ ଆଇଏମଜିଇଏକ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି ଗବେଷଣା କାର୍ଯ୍ୟକ୍ରମରେ ଏସଓଏର ସେଣ୍ଟର ଫର୍ ଇଣ୍ଡଷ୍ଟ୍ରିଆଲ ବାୟୋଟେକ୍ନୋଲୋଜି ରିସର୍ଚ୍ଚ…

କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଛନ୍ତି ଦୁଇ ଓଡ଼ିଆ, ମିଳିଲା ପରିଚୟ

ଭୁବନେଶ୍ୱର: କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ଅଛନ୍ତି। ଶେଷ ଖବର ସୁଦ୍ଧା ଏହି ସୂଚନା ହସ୍ତଗତ ହୋଇଛି। ଓଡ଼ିଶାର ଦୁଇ ମୃତକ ହେଲେ ସନ୍ତୋଷ କୁମାର ଗୌଡ଼ ଓ ମହମ୍ମଦ ଜାହୁର। ମିଳିଥିବା ସୂଚନା ଅନୁଯାୟୀ, ମହମ୍ମଦ ଜାହୁର କଟକ ଜିଲ୍ଲା ଆଠଗଡ଼…

ଶାହ ଏବଂ ପୂର୍ବତନ ରାଜ୍ୟପାଳଙ୍କ ଭିଡିଓକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା, ସ୍ପଷ୍ଟୀକରଣ ରଖିଲେ ତାମିଲସାଇ

ନୂଆଦିଲ୍ଲୀ: ଅମିତ ଶାହା ତାମିଲିସାଇଙ୍କ ସହ କଥା ବାର୍ତ୍ତା କରୁଥିବାର ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ତାମିଲନାଡୁ ବିଜେପିରେ କୌଣସି ମତଭେଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ହେଉଛି। ଏବେ ଏହାକୁ ନେଇ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ତାମିଲିସାଇ ସୌନ୍ଦରରାଜନ ଗୁରୁବାର ସ୍ପଷ୍ଟୀକରଣ…

ଲୋକସଭାରେ ବାଚସ୍ପତି ନିର୍ବାଚନ ଜୁନ୍ ୨୬

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭା ଆରମ୍ଭ ହେବାର ଦୁଇ ଦିନ ପରେ ଜୁନ୍ ୨୬ ତାରିଖ ବୁଧବାର ଦିନ ନୂଆ ସାଂସଦମାନେ ବାଚସ୍ପତି ବାଛିବାକୁ ଯାଉଛନ୍ତି। ସରକାରୀ କାର୍ଯ୍ୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅଧିବେଶନ ଜୁଲାଇ ୩, ୨୦୨୪ ବୁଧବାର ଶେଷ ହେବ ବୋଲି ସରକାରୀ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି।…