Latest Odisha News

BREAKING NEWS

ରାଜ୍ୟର ସମସ୍ତ ବିଦ୍ୟାଳୟରୁ ୫ଟି ଚାର୍ଟର୍ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ରାଜ୍ୟର ସମସ୍ତ ବିଦ୍ୟାଳୟରୁ ୫ଟି ଚାର୍ଟର୍ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ । ରୂପାନ୍ତରିତ ହାଇସ୍କୁଲ୍ ଗୁଡ଼ିକରୁ ୫ଟି ଚାର୍ଟର୍ ହଟାଇବାକୁ ନିର୍ଦ୍ଦେଶ । ଶିକ୍ଷା କ୍ଷେତ୍ରରେ ଉନ୍ନତି ତଥା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଇଂରାଜୀ ମିଡିୟମ ସ୍କୁଲ ପରି ସମସ୍ତ ସୁବିଧା…

ବାଲୁକା କଳାରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ମାନସ ସାହୁ

ଭୁବନେଶ୍ବର: ବାଲୁକା କଳା ମାଧ୍ୟ୍ୟମରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଙ୍କ ପାଇଁ ଖୋଲିବା ର ନିଷ୍ପତ୍ତି ସମସ୍ତ ଜଗନ୍ନାଥ ପ୍ରେମୀ ଙ୍କ ପାଇଁ ଏକ…

ମୋଦି ୩.୦: ପୁନଃ ନିଯୁକ୍ତି ପାଇଲେ ଅଜିତ ଡୋଭାଲ ଓ ପିକେ ମିଶ୍ର

ନୂଆଦିଲ୍ଲୀ: ଦେଶରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି ନରେନ୍ଦ୍ର ମୋଦି । ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ସେମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିସାରିଥିବାବେଳେ, ଗୃହ, ପ୍ରତିରକ୍ଷା, ବୈଦେଶିକ ବ୍ୟାପାର, ଅର୍ଥ, ରେଳ, ଶିକ୍ଷା ଭଳି ମନ୍ତ୍ରଣାଳୟ ମୋଦିଙ୍କ ଦ୍ୱିତୀୟ…

ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ପିଏମ୍ ଶ୍ରୀସ୍କୁଲ ଓ ପିଏମ ଉଷା

ନୂଆଦିଲ୍ଲୀ: ଓଡ଼ିଶାରେ କାର୍ଯ୍ୟକାରୀ କରାଯିବ ପିଏମ୍ ଶ୍ରୀସ୍କୁଲ ଓ ପିଏମ ଉଷା । ଏଥିସହ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରାଯିବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମୋଦୀ ସରକାରଙ୍କ ତୃତୀୟ ପାଳିରେ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ନେବା ପରେ…

ରୋହନ ବୋପାନ୍ନା, ଶ୍ରୀରାମ ବାଲାଜୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ମନୋନୀତ

ନୂଆଦିଲ୍ଲୀ: ସର୍ବଭାରତୀୟ ଟେନିସ ସଂଘ (ଆଇଟା) ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ପାଇଁ ରୋହନ ବୋପାନ୍ନା ଓ ଶ୍ରୀରାମ ବାଲାଜୀଙ୍କ ନାମ ଘୋଷଣା କରିଛି । ପୁରୁଷ ଡବଲ୍ସ ବିଭାଗରେ ବିଶ୍ୱର ୪ ନମ୍ବର ଖେଳାଳି ବୋପାନ୍ନାଙ୍କୁ ତାଙ୍କ ଯୋଡି ବାଛିବା ପାଇଁ ଆଇଟା ଅନୁମତି ଦେଇଥିଲା । ଏହି ଷ୍ଟାର ଖେଳାଳି…

ରିଆସି ଆକ୍ରମଣ, ୫୦ ସନ୍ଦିଗ୍ଧଙ୍କୁ ଉଠାଇନେଲା ପୋଲିସ

ଶ୍ରୀନଗର: ଜାମ୍ମୁ କାଶ୍ମୀରର ରିଆସିରେ ଗତ ରବିବାର ତୀର୍ଥଯାତ୍ରୀଙ୍କ ବସ୍ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପୋଲିସକୁ ମିଳିଛି ବଡ ସଫଳତା । ୫୦ ଜଣ ସନ୍ଦିଗ୍ଧଙ୍କୁ ଉଠାଇ ନେଇଛି ପୋଲିସ । ଆକ୍ରମଣ ଯୋଜନାରେ ଏହମାନଙ୍କ ହାତ ଥିବା ସନ୍ଦେହ କରାଯାଉଛି । ଏନେଇ ସୂଚନା ଦେଇଛନ୍ତି ରିଆସି…

କନଷ୍ଟେବଳ ଶଙ୍କରଭାନୁ ହତ୍ୟାକାଣ୍ଡର ଖୋଲିଲା ରହସ୍ୟ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର: କନଷ୍ଟେବଳ ଶଙ୍କରଭାନୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ । ପୋଲିସ ହାତରେ ଲାଗିଲା ବଡ ପ୍ରମାଣ । ତେବେ ରତ୍ନପଥର ଚୋରା କାରବାରରୁ ଶଙ୍କରଭାନୁ ହତ୍ୟାକାଣ୍ଡ ଘଟିଥିବା ଆଜି ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ହତ୍ୟାକାଣ୍ଡରେ ପୋଲିସ ୬ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଅନ୍ୟ…

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଫେକ୍‌ ଆଇଡି ମାମଲା, ସ୍ପଷ୍ଟୀକରଣ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ଆଇଡି ଖୋଲାଯାଇଥିବା କହିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଆଇଡିର ତଥ୍ୟ ଦେଲା ବିଭାଗ । ମୁଖ୍ୟମନ୍ତ୍ରୀଙ୍କ ଫେସବୁକ, ଇନଷ୍ଟାଗ୍ରାମ, ଏକ୍ସ ଆକାଉଣ୍ଟର ଲିଙ୍କ ମଧ୍ୟ ସେୟାର କରିଛି…

ବୁଲଡୋଜର ପଂହଚିଲା, ଭଙ୍ଗା ହେବ ନାସାଉ ଷ୍ଟାଡିୟମ

ନ୍ୟୁୟର୍କ: ଚଳିତ ଆଇସିସି ଟି୨୦ ବିଶ୍ୱକପ କ୍ରିକେଟରେ ଆମେରିକାକୁ ହରାଇ ଭାରତ ସୁପର ଏଇଟରେ ପ୍ରବେଶ କରିଛି । ଏହି ମ୍ୟାଚ ନାସାଉ କାଂଉଟି ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳା ଯାଇଥିଲା । ରିପୋର୍ଟ ମୁତାବକ ଏହି ମ୍ୟାଚ ପରେ ନାସାଉ ଷ୍ଟାଡିୟମକୁ ଭଙ୍ଗା ଯିବା ପାଇଁ ବୁଲଡୋଜର ପଂହଚିଛି । ଏହି…

ପଳାଶୁଣି ଛକରେ ସିରିଜ୍ ଦୁର୍ଘଟଣା; ୫ ଆହତ, ଉତ୍ୟେକ୍ତ ଲୋକଙ୍କ ରାସ୍ତାରୋକ

ଭୁବନେଶ୍ବର: ଭୁବନେଶ୍ୱରରେ ସିରିଜ ଦୁର୍ଘଟଣା । ପଳାଶୁଣି ଛକରେ ଏକ ଟ୍ରକ୍‌ ୪ରୁ ଅଧିକ କାର୍‌ ଓ ବାଇକ୍‌କୁ ଧକ୍କା ଦେଇଛି । ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ମୁତାବକ, ଗୋଟିଏ ଟ୍ରକ୍‌…