Latest Odisha News

BREAKING NEWS

ବଡଦାଣ୍ଡରୁ ହଟିଲା ବ୍ୟାରିକେଡ୍ ଓ ଏସି ଟନେଲ୍

ପୁରୀ: ରଥଯାତ୍ରାକୁ ନଜରରେ ରଖି ବଡଦାଣ୍ଡରୁ ଖୋଲାଯାଉଛି ସମସ୍ତ ବ୍ୟାରିକେଡ୍। ଆଗାମୀ ଦୁଇ ତିନି ମଧ୍ୟରେ ଭକ୍ତଙ୍କ ପାଇଁ ଖୋଲିବ ଚାରି ଦ୍ୱାର। ଏନେଇ ଆରମ୍ଭ ହୋଇଛି ପ୍ରସ୍ତୁତି। ସେହିପରି ବଡ଼ଦାଣ୍ଡରେ ଭକ୍ତଙ୍କ ସୁବିଧା ପାଇଁ ଲଗାଯାଇଥିବା ଏସି ଟନେଲକୁ ହଟାଯାଉଛି। ରଥଯାତ୍ରା ପାଇଁ…

ଭୁଲିଗଲା ସମ୍ପର୍କର ମୂଲ୍ୟ, ଟାଙ୍ଗିଆରେ ହାଣି ମା’କୁ ହତ୍ୟା କଲା ନୃଶଂସ ପୁଅ

ଦେବଗଡ଼: ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ କତରାପାଲି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଜନ୍ମ କଲା ମା'କୁ ଟାଙ୍ଗିଆରେ ହାଣି ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ମହିଳା ଜଣଙ୍କ ହେଲେ କୁନ୍ତଳା କିଷାନ । ଖବର ମୁତାବକ, ଗତକାଲି ରାତିରେ ମା' କୁନ୍ତଳାଙ୍କ ସହ ପୁଅ ସୁରେଶର…

କାର୍ଯ୍ୟ ଆରମ୍ଭ କଲେ ଅଶ୍ୱିନୀ ବୈଷ୍ଣବ ଓ ଏସ୍. ଜୟଶଙ୍କର, କହିଲେ ଏପରି କିଛି…

ନୂଆଦିଲ୍ଲୀ: ମୋଦୀ କ୍ୟାବିନେଟ୍ ୩.୦ରେ ବିଭାଗ ମିଳିବା ପରେ ବର୍ତ୍ତମାନ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଦାୟିତ୍ବ ଗ୍ରହଣ କରିବା ଆରମ୍ଭ କରିଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ବୈଦେଶିକ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଥିବାବେଳେ, ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ଭାବରେ…

ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ, ଜନତା ମଇଦାନ ଯାଇ ସ୍ଥିତି ସମୀକ୍ଷା କଲେ ମନମୋହନ ସାମଲ

ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ଶପଥ ନେବେ ଓଡିଶାର ନୂଆ କ୍ୟାବିନେଟ ମନ୍ତ୍ରୀ । ଭୁବନେଶ୍ବର ସ୍ଥିତ ଜନତା ମଇଦାନରେ ଚାଲିଛି ବ୍ୟାପକ ପ୍ରସ୍ତୁତି । ଶପଥ ଗ୍ରହଣ ସମାରୋହ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି ହେବା ସହ ସଜେଇ ହେଉଛି ଜନତା ମଇଦାନ ।…

ମୌସୁମୀ ରାସ୍ତାରେ ବାଧକ ସାଜିଛି ଅନୁକୂଳ ବାତ୍ତାବରଣ; ଆହୁରି ୫ ଦିନ ଭୀଷଣ ଖରା

ଭୁବନେଶ୍ୱର: ଓଡିଶାକୁ ମୌସୁମୀ ଛୁଇଁଛି ହେଲେ ତାତିରୁ ମିଳୁନି ନିସ୍ତାର । ପୂର୍ବ ପରି ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅନୁକୂଳ ବାତାବରଣ ନଥିବାରୁ ଆଗକୁ ବଢିପାରୁନି ଦକ୍ଷିଣ-ପଶ୍ଚିମ…

ଯୁକ୍ତ ଦୁଇ ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର: ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜି ଅର୍ଥାତ୍ ଜୁନ୍ ୧୧ ରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ । ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍‌ ମାର୍କ ରଖି ସମସ୍ତ ବିଷୟରେ ପାସ୍‌ ହୋଇ କେବଳ ଗୋଟିଏ ବିଷୟରେ ଫେଲ୍‌…

ବାଇକ୍ କୁ ଧକ୍କା ଦେଲା ଅଜଣା ଗାଡି; ୨ ମୃତ, ୨ ଗୁରୁତର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଜାମଖୁଣ୍ଟା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ବୁର୍ଲା ମେଡିକାଲକୁ…

ରାଜ୍ୟରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ? ଆଜି ହେବ ସ୍ପଷ୍ଟ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବିଧାୟକ ଦଳ ବୈଠକ । ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ ଓଡ଼ିଶାରେ ପହଞ୍ଚିବା ପରେ ୪ଟା ୩୦ ମିନିଟ୍‌ରେ ବିଧାୟକ ଦଳ ବୈଠକ ବସିବ । ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ…

ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା, ଠାବ ହେଲା ସ୍ପାଇକ ହୋଲ

ମାଲକାନଗିରି: ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା । ଠାବ ହେଲା ସ୍ପାଇକ ହୋଲ । ସର୍ଚ୍ଚ ଅପରେଶନ ବେଳେ ମାଓବାଦୀଙ୍କ ଷଡଯନ୍ତ୍ରକୁ ଠାବ କଲା ସୁରକ୍ଷାବାହିନୀ । ମାଲକାନଗିରି ସୀମାନ୍ତ ଜଙ୍ଗଲରେ ସ୍ପାଇକ୍‌ ହୋଲ୍‌ ଠାବ କଲେ ଯବାନ । ତେଲେଙ୍ଗାନା ଭଦ୍ରାଡି କଥାଗୁଡୁମ ଜିଲ୍ଲା ପୁସୁଗୁପା ଜଙ୍ଗଲରେ ଠାବ…

ପଡିଲା ହାତଗଣ୍ଠୀ, ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ନବ ବିବାହିତ ଦେବଦମ୍ପତି

ସମ୍ବଲପୁର: ମହା ଆଡମ୍ବରରେ ଶେଷ ହେଲା ମହାଦେବଙ୍କ ବାହାଘର । ଥାଟ ପଟୁଆରରେ ଜଗତ ଜନନୀଙ୍କ ଘରେ ପହଞ୍ଚିବା ପରେ ପରମ୍ପରା ଅନୁସାରେ ହୋଇଥିଲା ବିବାହ ଉତ୍ସବ । ଜଗତଜନନୀ ମାତା ପାର୍ବତୀଙ୍କ ହାତ ଧରିଥିଲେ ବାବା ଭୋଳାନାଥ । ଗତକାଲି ମଧ୍ୟରାତିରେ ବିରାଟ ପଟୁଆରରେ ବରଯାତ୍ରୀ ନେଇ ଯାଇଥିଲେ…