Latest Odisha News

BREAKING NEWS

ହାତୀ ଆକ୍ରମଣରେ ଗଲା ଜଣଙ୍କ ଜୀବନ, ବନବିଭାଗକର୍ମୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଜଣଙ୍କର ଜୀବନ ଯାଇଛି । ସକାଳେ ଗାଁ ମୁଣ୍ଡକୁ ଆମ୍ବ ଗୋଟାଇବାକୁ ଯାଇଥିବା ଜଣେ ବୃଦ୍ଧା ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ହଣ୍ଡପା ବନାଞ୍ଚଳ ଅଁଳାବେରେଣି ଗାଁରେ ଏହି ଘଟଣା ଘଟିଛି । ସୂଚନା ଅନୁସାରେ ଗାଁର ଆଶା ଦେହୁରୀ ନାମକ ଜଣେ…

ଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ପୁରୀ: ଶ୍ରୀମନ୍ଦିର ଆଲୋକୀକରଣ ପାଇଁ ଲଗାଯାଇଥିବା ଲାଇଟ ଖୋଲାଯିବା ପ୍ରସଙ୍ଗକୁ ନେଇ ଜାରି ହେଲା ତଦନ୍ତ ନିର୍ଦ୍ଦେଶ । ପୁରୀ ଜିଲ୍ଲାପାଳଙ୍କୁ ଏନେଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ତଦନ୍ତ ଆଧରରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ନିର୍ଦ୍ଦେଶ ଜାରି…

ଭୁଶୁଡିଲା ଏୟାରପୋର୍ଟ ପାଚେରି, ଅଳ୍ପକେ ବଞ୍ଚିଲେ ଲୋକେ

ମାଲକାନଗିରି:ପୁଣି ଭୁଶୁଡିଲା ମାଲକାନଗିରି ଏୟାରପୋର୍ଟ ପାଚେରି ।ନିମ୍ନମାନର କାମ ଯୋଗୁଁ ମାଟିରେ ମିଶିଲା ପାଚେରି ।ରାତିରେ ପ୍ରବଳ ବର୍ଷା ପବନ ଯୋଗୁଁ ପାଚେରି ଭୁଶୁଡିଥିବା ସୂଚନା ମିଳିଛି । ତେବେ ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଏୟାରପୋର୍ଟର ପାଚେରି ନିମ୍ନମାନର କାମ ଯୋଗୁଁ…

ନଦୀରେ ଭାସୁଛି ନାବାଳିକାଙ୍କ ମୃତ ଦେହ

ବାରିପଦା: ନଦୀରେ ଭାସୁଛି ନାବାଳିକାଙ୍କ ମୃତ ଦେହ । ନାବାଳିକାଙ୍କୁ କେହି ମାରି ଫିଙ୍ଗିଦେଇଥିବା ସନ୍ଦେହ । ଏଭଳି କିଛି ଚାଞ୍ଚଲ୍ୟ ଦେଖିବାକୁ ମିଳିଛି  ବାରିପଦାରେ । ବାରିପଦା ବୁଢ଼ାବଳଙ୍ଗ ନଦୀରେ ଭାସୁଛି ଜଣେ ଅଜଣା ନାବାଳିକାର ମୃତଦେହ । ସୂଚନା ଅନୁଯାୟୀ, ବାରିପଦା କୁଳିଅଣା ଥାନା…

ଆସନ୍ତା ୩ ଦିନ ଯାଏଁ ସିଝିବ ଓଡିଶା, ରାଜ୍ୟରେ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଦିନ ତାପମାତ୍ରା

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ଦକ୍ଷିଣ ଛତିଶଗଡ଼ର କିଛି ଅଞ୍ଚଳ, ଉପକୂଳ ଆନ୍ଧ୍ର, ତେଲେଙ୍ଗାନା, ମହାରାଷ୍ଟ୍ରର କିଛି ଅଞ୍ଚଳରେ ମୌସୁମୀ ଛୁଇଁବାକୁ ଥିବାରୁ ପାଗ ଅନୁକୂଳ ରହିଛି । ମୌସୁମୀ ଆସିବା ପୂର୍ବରୁ ପଶ୍ଚିମ…

ନବୀନ ନିବାସରେ ଅରୁଣ ପଟ୍ଟନାୟକ, ସମ୍ଭାଳିବେ କି ବିଜେଡିର ମଙ୍ଗ?

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ଧରଶାୟୀ ହୋଇଛି । ଭାଙ୍ଗିଛି ଦୀର୍ଘ ୨୪ ବର୍ଷର ସରକାର । ତେବେ ଏହା ଭିତରେ ଗତକାଲି ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ନାତି ଅରୁଣ ପଟ୍ଟନାୟକ । ତେବେ ଅରୁଣଙ୍କ ଅଚାନକ ଭୁବନେଶ୍ୱର ଆଗମନକୁ ନେଇ ରାଜନୀତି ମହଲରେ…

ଛତିଶଗଡ଼ ନାରାୟଣପୁରରେ ବଡ଼ ଧରଣର ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ ନାରାୟଣପୁରରେ ବଡ଼ ଧରଣର ଏନକାଉଣ୍ଟର । ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୭ ଜଣ ମାଓବାଦୀ ନିହତ ହୋଇଥିବାବେଳେ, ୩ଜଣ ଡିଆରଜି ଯବାନ ଆହତ ମଧ୍ୟ ହୋଇଛନ୍ତି । ଖବରମୁତାବକ, ଶୁକ୍ରବାର ନାରାୟଣପୁରରେ ବିଏସଏଫ୍ କ୍ୟାମ୍ପ…

ଟ୍ରକ୍ କୁ ପିଟିଲା ବସ୍; ୨ ମୃତ ଓ ୧୩ରୁ ଅଧିକ ଆହତ

ଯାଜପୁର: ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର…

ପରଲୋକରେ ରାମୋଜୀ ଗ୍ରୁପ ପ୍ରତିଷ୍ଠାତା ରାମୋଜୀ ରାଓ

ହାଇଦ୍ରାବାଦ: ଆଉ ନାହାଁନ୍ତି ରାମୋଜୀ ଗ୍ରୁପ ତଥା ବିଶ୍ବର ସର୍ବବୃହତ୍ତ ଫିଲ୍ମସିଟି ‘ରାମୋଜୀ ଫିଲ୍ମସିଟି’ର ପ୍ରତିଷ୍ଠାତା ରାମୋଜୀ ରାଓ । ଶୁକ୍ରବାର ସ୍ବାସ୍ଥ୍ୟାଗତ ସମସ୍ୟା ଦେଖାଯିବା ପରେ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଜି ଭୋର ୪ ଟା ୫୦ରେ ସେ ଶେଷ…

ପରାଜୟ ପରେ ନୈଶ୍ୟ ଭୋଜି ବାତିଲ କଲା ପାକିସ୍ତାନ କ୍ରିକେଟ ଟିମ

ନ୍ୟୁୟର୍କ: ଆଇସିସି ଟି୨୦ ବିଶ୍ୱକପ କ୍ରିକେଟରେ ପାକିସ୍ତାନ ନୈରାଶ୍ୟଜନକ ଢ଼ଙ୍ଗରେ ଅଭିଯାନ ଆରମ୍ଭ କରିଛି । ଦଳ ତାର ପ୍ରଥମ ମ୍ୟାଚରେ ଆମେରିକାଠାରୁ ହାରି ଯାଇଛି । ମ୍ୟାଚ ପରେ ପାକିସ୍ତାନ ଟିମ ଏକ ନୈଶ୍ୟଭୋଜିରେ ଯୋଗ ଦେବାକୁ ଥିଲା । ମାତ୍ର ସେମାନେ ଯିବାକୁ ମନା କରି ଦେଇଥିଲେ । ଯାହାକୁ ନେଇ…