ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଆଡଭାନୀ ଓ ମୁରଲୀମନୋହର ଯୋଶୀଙ୍କୁ ଭେଟିଲେ ମୋଦି
ନୂଆଦିଲ୍ଲୀ: ବିଜେପି ନେତୃତ୍ୱାଧୀନ ଏନଡିଏ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି ନରେନ୍ଦ୍ର ମୋଦି । ରାଜନାଥ ସିଂହ ମୋଦିଙ୍କ ନାମ ପ୍ରସ୍ତାବ ଦେବା ପରେ ଅମିତ ଶାହ ଓ ନୀତିନ ଗଡ଼କରୀଙ୍କ ସମେତ ଏନଡିଏର ସହଯୋଗୀ ଦଳର ମୁଖ୍ୟମାନେ ସମର୍ଥନ ଜଣାଇ ନରେନ୍ଦ୍ର ମୋଦିଙ୍କୁ ନିଜ ନେତା ଭାବେ…