Latest Odisha News

BREAKING NEWS

ଖଣ୍ଡପଡାରେ ଜିତିଲେ ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ ସ୍ୱାଇଁ

ନୟାଗଡ: ଖଣ୍ଡପଡାରେ ଫୁଟିଲା ପଦ୍ମ । ଖଣ୍ଡପଡାରୁ ଜିତିଲେ ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ ସ୍ୱାଇଁ । ବିଜେଡି ପ୍ରାର୍ଥୀ ସାବିତ୍ରୀ ପ୍ରଧାନକୁ ପରାସ୍ତ କରି ବିଜୟର ବାନା ଉଡେଇଛନ୍ତି ଦୁଷ୍ମନ୍ତ ସ୍ୱାଇଁ । ୭ ହଜାର ୧୨୦ ଭୋଟରେ ଜିତିଛନ୍ତି ଦୁଷ୍ମନ୍ତ । ୨୦୦୦ ମସିହାରୁ ଖଣ୍ଡପଡା ଆସନରେ…

ସମ୍ବଲପୁର ଲୋକସଭା ଆସନରୁ ବିଜୟୀ ହେଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁର ଆଲୋକସଭା ଆସନରୁ ବିଜୟୀ ହୋଇଛନ୍ତି ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ । ୧ ଲକ୍ଷ ୧୨ ହଜାର ୯୮୪ ଭୋଟ୍ ବ୍ୟବଧାନରେ ପ୍ରଣବ ପ୍ରକାଶ ଦାସଙ୍କୁ ହରାଇ ବିଜୟ ହୋଇଛନ୍ତି ଧର୍ମେନ୍ଦ୍ର । ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଟ ୫ ଲକ୍ଷ ୫୩ ହଜାର ୭୭୭ ଭୋଟ ମିଳିଥିବା ବେଳେ…

ଫୁଲବାଣୀରେ ବାଜି ମାରିଲା ବିଜେପି

କନ୍ଧମାଳ: ଓଡିଶା ବିଧାନସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି  । ଏହାରି ଭିତରେ ଫୁଲବାଣୀର ବିଜେପି  ପ୍ରାର୍ଥୀ ଉମାଚରଣ ମଲ୍ଲିକ ବିଜୟୀ ହୋଇଛନ୍ତି । ଚଳିତ ନିର୍ବାଚନରେ  ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍ । ବିଜେଡିର ଜୟଶ୍ରୀ କହଁରଙ୍କୁ ହରାଇ ଉମାଚରଣ ମଲ୍ଲିକ…

ଗଡରେ ବିଜୟ ବଜାୟ ରଖିଲେ ବିଜୟଙ୍କ ପୁଅ, ପାଟକୁରାରେ ଶଙ୍ଖନାଦ

ପାଟକୁରା: ବିଜେଡିର ଗଡ ଭାବେ ପରିଚିତ ପାଟକୁରା ନିଜର ସ୍ଥିତି ବଜାୟ ରଖିଛି । ଏଥର ବି ଶଙ୍ଖନାଦ । ବିଜେଡିରୁ ପ୍ରାର୍ଥୀ ହୋଇଥିବା ଅରବିନ୍ଦ ମହାପାତ୍ର ପାଟକୁରାରେ ବିଜୟୀ ହୋଇଛନ୍ତି । କେନ୍ଦ୍ରାପଡାର ଟାଣୁଆ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ହେଉଛନ୍ତି ଅରବିନ୍ଦ ମହାପାତ୍ର ।…

ବିଜେଡିର ଗଡ ପିପିଲିରେ ଫୁଟିଲା ପଦ୍ମ; ବିଜୟ ଧ୍ବଜା ଉଡାଇଲେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ

ପିପିଲି/ଡେଲାଙ୍ଗ: ପୁରୀ ଜିଲ୍ଲାର ପିପିଲିରେ ବିଜେଡି ଯୁଗର ଅବଶାନ, ଫୁଟିଲା ପଦ୍ମ । ବିଜେପିର ଗଡ ଭାବେ ପରିଚତ ପିପିଲି ଓ ଡେଲାଙ୍ଗ ନିର୍ବାଚନମଣ୍ଡଳୀରେ ବିଜେପିର ବିଜୟ ହୋଇଛି । ବିଜେଡି ପ୍ରାର୍ଥୀ ତଥା ଦିବଙ୍ଗତ ବିଜେଡି ନତା ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ମାତ୍…

ଏକାମ୍ର ଭୁବନେଶ୍ୱରରେ ଜିତିଲେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ

ଭୁବନେଶ୍ବର: ବାଜି ମାରିଲା ବିଜେପି । ଏକାମ୍ର ଭୁବନେଶ୍ୱରରେ ଜିତିଲେ ବିଜେପି ବିଧାୟକ ପ୍ରାର୍ଥୀ ବାବୁ ସିଂ ।ଚଳିତ ନିର୍ବାଚନରେ  ହାରି ଯାଇଛନ୍ତି ବିଜେଡିର ଅନେକ ହେଭି ୱେଟ୍ ନେତା। ବିଜେଡି ପ୍ରାର୍ଥୀ ଅଶୋକ ପଣ୍ଡାଙ୍କୁ ହରାଇ ବିଜୟୀ ହୋଇଛନ୍ତି ବାବୁ ସିଂ । ଲଗାତାର ବିଧାୟକ ଭାବେ…

ବିଞ୍ଝାରପୁରରୁ ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ ଓ ବରୀରୁ ବିଶ୍ବରଂଜନ ମଲ୍ଲିକ ବିଜୟୀ

ଯାଜପୁର: ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ବିଜେଡିର ବିଜୟ । ବିଞ୍ଝାରପୁର ବିଧାନସଭା ଆସନରେ ବିଜୟ ହୋଇଛନ୍ତି ବିଜେଡି ପ୍ରାର୍ଥୀ ପ୍ରମିଳା ମଲ୍ଲିକ । ସେହିପରି ବରୀରୁ ବିଜେଡି ପ୍ରାର୍ଥୀ ବିଶ୍ବରଂଜନ ମଲ୍ଲିକ ବିଜୟୀ ହୋଇଛନ୍ତି । ୫୨ ହଜାର ଭୋଟ୍‌ ରେ ବିଶ୍ବରଂଜନ ବିଜୟୀ ହୋଇଛନ୍ତି ।

ବଡ଼ଚଣାରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ହରାଇ ପଦ୍ମ ଫୁଟାଇଲେ ବିଜେପି ପ୍ରାର୍ଥୀ ଅମର ନାୟକ

ବଡ଼ଚଣା: କେନ୍ଦ୍ରାପଡା ଜିଲ୍ଲା ବଡଚଣାରେ ବିଜେପିର ମାଜିମାତ୍ । ଅଭିନେତ୍ରୀ ତଥା ବିଜେଡି ପ୍ରାର୍ଥୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପରାସ୍ତ କରି ବିଜୟ ହାସଲ କରିଛନ୍ତି ବିଜେପି ପ୍ରାର୍ଥୀ ଅମର କୁମାର ନାୟକ । ଅମରଙ୍କ ଠାରୁ ୭ ହଜାର ୩୮୩ ଭୋଟ ବ୍ୟବଧାନରେ ପରାଜିତ ହୋଇଛନ୍ତି…

ବରଗଡ ବିଧାନସଭାରେ ବିଜୟ ଧ୍ବଜା ଉଡାଇଲା ବିଜେପି

ବରଗଡ: ବରଗଡ ବିଧାନସଭା ଜିତିଲା ବିଜେପି । ବିଜେପି ପ୍ରାର୍ଥୀ ଅଶ୍ବିନୀ ଷଡ଼ଙ୍ଗୀ ୪, ୭୭୨ ଭୋଟରେ ବିଜେଡିକୁ ପରାସ୍ତ କଲେ । ବିଜେଡିର ଦେବେଶ ଆଚାର୍ଯ୍ୟଙ୍କୁ ହରାଇଛନ୍ତି ଅଶ୍ବିନୀ । ଏବେ ଓଡିଶାରେ ଚାଲିଛି ବିଜେପି ଲହର । କାମ ଦେଇଛି ଓଡିଆ ଅସ୍ମିତା ପ୍ରସଙ୍ଗ । ଭୋଟ ଗଣତି ପ୍ରକ୍ରିୟାରେ…

ଚିତ୍ରକୋଣ୍ଡାରେ ବିଜୟୀ ହେଲେ କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲ

ମାଲକାନଗିରି: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଏହା ଭିତରେ ଚିତ୍ରକୋଣ୍ଡାର ବିଜୟ ହାସଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା । ୯ ହଜାର ୩୯୮ ଭୋଟରେ ନିକଟତମ ପ୍ରତିଦ୍ବନ୍ଦୀ ବିଜେପିର ଡମ୍ବରୁ ସିସାଙ୍କୁ ପରାସ୍ତ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲ ।…