ବିଭିନ୍ନ ସ୍ଥାନରେ ଇଭିଏମ୍ ଅଚଳ ,ମତଦାନ ବାଧାପ୍ରାପ୍ତ
ଭୁବନେଶ୍ବର: ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ। ଆଜି ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଯୁବକଙ୍କ ଠୁ ଆରମ୍ଭ କରି ବୃଦ୍ଧବୃଦ୍ଧା ପର୍ଯ୍ୟନ୍ତ ସମସ୍ତେ ଧାଡିରେ ଚିଡା ହୋଇ ନିଜର ମତଦାନ…