‘ପରାଜୟ ଭୟରେ ହିଂସାକାଣ୍ଡ କରୁଛି ବିଜେଡି, ଅପରାଧୀଙ୍କୁ ତୁରନ୍ତ ଗିରଫ କରାଯାଉ’
ଭୁବନେଶ୍ୱର: ନିର୍ବାଚନ ହାରିବା ସୁନିଶ୍ଚିତ ଜାଣିବା ପରେ ବିଜେଡି ରକ୍ତମୁଖା ହୋଇପଡିଛି । ରାଜ୍ୟରେ ହିଂସାର ବାତାବରଣ ସୃଷ୍ଟି କରି ଜନମତକୁ ବିଭ୍ରାନ୍ତ କରିବା ପାଇଁ ଅପଚେଷ୍ଟା କରୁଥିବା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।
ସେ ଆହୁରି କହିଛନ୍ତି, ଗୁରୁବାର ଅପରାହ୍ନରେ…