ଚତୁର୍ଥ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ୯୯.୬୧ ଲକ୍ଷ ଭୋଟର, ୧୪ଶହ ବୁଥ୍ ହେବ ମହିଳାଙ୍କ ଦ୍ୱାରା ପରିଚାଳିତ
ଭୁବନେଶ୍ବର: ଜୁନ୍ ୧ ତାରିଖରେ ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ଶେଷ ପର୍ଯ୍ୟାୟରେ ରାଜ୍ୟରେ ୯୯ ଲକ୍ଷ ୬୧ ହଜାର ଭୋଟର୍ ମତଦାନ କରିବେ । ସେମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ପୁରୁଷ ଭୋଟର ରହିଥିବା ବେଳେ ୪୮ ଲକ୍ଷ ୭୨ ହଜାର ମହିଳା ଭୋଟର ।…