Latest Odisha News

BREAKING NEWS

ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭାଙ୍ଗିବା ମାମଲା: ତ୍ବରିତ ତଦନ୍ତ ପାଇଁ ନିର୍ଦ୍ଦେଶ, ସିସିଟିଭି ଫୁଟେଜର ହେବ ଯାଞ୍ଚ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ନିକୁଞ୍ଜ ବିହାରୀ ଧଳ କାଉଁରୀପାଟଣା ବୁଥ୍ ସହ ଜଡ଼ିତ ସିସିଟିଭି ଫୁଟେଜ୍ ର ସତ୍ୟତା ଯାଞ୍ଚ କରିବାକୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ସୋସିଆଲ ମିଡିଆରୁ ଭିଡିଓର ସମୀକ୍ଷା କରି ତୁରନ୍ତ ରିପୋର୍ଟ ଦେବାକୁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ…

ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍; ୩ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ

କନ୍ଧମାଳ: କନ୍ଧମାଳ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା କଡକୁ ଓଲଟି ପଡିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତଙ୍କୁ ସ୍ଥାନୀୟ ମେଡ଼ିକାଲ୍‌ ରେ ଭର୍ତ୍ତି କରାଯାଇଛି । ଖବରମୁତାବକ, ‘ସାଲୁଙ୍କି’ ନାମକ ଏକ…

ଆସନ୍ତୁ ଜାଣିବା ଗତ ନିର୍ବାଚନର ଅଧିକ ଓ କମ ବ୍ୟବଧାନରେ କେଉଁମାନେ ବିଜୟ ହାସଲ କରିଥିଲେ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ଶେଷ ପର୍ଯ୍ୟାୟରେ ପଂହଚିଛି । ଅନ୍ତିମ ଚରଣର ମତଦାନ ଜୁନ ୧ରେ ହେବ । ଜୁନ ୪ରେ ୫୪୩ରୁ ୫୪୨ ସିଟର ପରିଣାମ ଘୋଷିତ ହେବ । ସୁରଟ ସିଟରେ ବିଜେପି ନିର୍ବିରୋଧରେ ବିଜୟ ହାସଲ କରିସାରିଛି । ବିଜେପି ସର୍ବାଧିକ ୩୦୩ ଓ କଂଗ୍ରେସ ୫୨ ସିଟରେ ବିଜୟ ହାସଲ କରିଥିଲା…

ଜି ମିଡିଆର ସମସ୍ତ ଚ୍ୟାନେଲର ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଲା ପଞ୍ଜାବ ସରକାର!

ନୂଆଦିଲ୍ଲୀ: ପଞ୍ଜାବ ସରକାର ରାଜ୍ୟରେ ଜି ମିଡିଆର ସମସ୍ତ ଚ୍ୟାନେଲର ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ଭଗବନ୍ତ ମାନ ସରକାର ଏହି ନିଷ୍ପତ୍ତି ସମ୍ପର୍କରେ କୌଣସି ବିଧିବଦ୍ଧ ବିଜ୍ଞପ୍ତି କିନ୍ତୁ ଜାରି କରିନାହାନ୍ତି। ତେବେ ପଞ୍ଜାବରେ ଦର୍ଶକ ମାନେ ଜି ନ୍ୟୁଜ ଆସୁନଥିବା ନେଇ ଅଭିଯୋଗ…

ବିଜୁ ଯୁବ ଜନତା ଦଳ ସଭାପତି ସୌମ୍ୟଜିତ ମହାପାତ୍ରଙ୍କ ସହ ବହୁ କର୍ମୀ ବିଜେପିରେ ଯୋଗଦେଲେ

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ସରିଥିବାବେଳେ ବର୍ତ୍ତବାନ ଦଳ ଡିଆଁ ପର୍ବ ଜାରି ରହିଛି । ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜଗତସିଂହପୁର ଜିଲ୍ଲା ବିଜୁ ଯୁବ ଜନତା ଦଳ ସଭାପତି ସୌମ୍ୟଜିତ୍ ମହାପାତ୍ର ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।…

ଆପ୍ ନେତ୍ରୀ ଆତିଶୀଙ୍କୁ ସମନ ପଠାଇଲେ ରାଉଜ୍ ଆଭେନ୍ୟୁ କୋର୍ଟ

ନୂଆଦିଲ୍ଲୀ: ଆପ୍ ନେତ୍ରୀ ତଥା ଦିଲ୍ଲୀ ଶିକ୍ଷା ମନ୍ତ୍ରୀ ଆତିଶୀଙ୍କୁ ବଡ଼ ଝଟକା । ବିଜେପି ବିରୋଧରେ ଆପତ୍ତିଜନକ ଟିପ୍ପଣୀ କରିଥିବା ଅଭିଯୋଗରେ ଆପ୍ ନେତ୍ରୀ ଆତିଶୀଙ୍କ ସମନ ପଠାଇଛନ୍ତି ଦିଲ୍ଲୀ ରାଉଜ୍ ଆଭେନ୍ୟୁ କୋର୍ଟ । ଜୁନ୍ ୨୯ରେ କୋର୍ଟରେ ହାଜର ହେବାକୁ ଆତିଶୀଙ୍କୁ ନିର୍ଦ୍ଦେଶ ଦେଇଛି…

ଗମ୍ଭୀରଙ୍କୁ ଏ ଭଳି ମନାଇଥିଲେ ଜୟ ଶାହା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର କୋଚ କିଏ ହେବ ସେ ନେଇ କୌଣସି ପ୍ରକାରର ଘୋଷଣା କରାଯାଇ ନାହିଁ । ତେବେ ରିପୋର୍ଟ ମୁତାବକ ଭାରତୀୟଙ୍କ ମଧ୍ୟରେ ଗୌତମ ଗମ୍ଭୀର ଓ ଭିଭିଏସ ଲକ୍ଷ୍ମଣ ଆଗରେ ରହିଛନ୍ତି । ଗମ୍ଭୀର ଭାରତୀୟ ଦଳର କୋଚ ହେବା ଏକପ୍ରକାର ନିଶ୍ଚିତ ବୋଲି ଖବରମାନ ପ୍ରକାଶ ପାଇଛି ।…

ଆଇପିଏସ ଡିଏସ୍‌ କୁଟ୍ଟେଙ୍କୁ ସସ୍‌ପେଣ୍ଡ କଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଥିବା ବରିଷ୍ଠ ଆଇପିଏସ୍ ଅଫିସର ଡିଏସ୍ କୁଟ୍ଟେଙ୍କୁ ନିର୍ବାଚନ କମିଶନ ନିଲମ୍ବିତ କରିଛନ୍ତି। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅବଗତ କରାଇଛନ୍ତି ନିର୍ବାଚନ କମିଶନ। ଆଇପିଏଲ କୁଟ୍ଟେ ହେଉଛନ୍ତି ରାଜ୍ୟର ଅନ୍ୟତମ…

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା କାଲି ଜୋରଦାର ପ୍ରଚାର କରିବ ବିଜେପି

ଭୁବନେଶ୍ୱର: ଜୁନ ୧ରେ ଅନୁଷ୍ଠିତ ହେବ ଶେଷ ପର୍ଯ୍ୟାୟ ମତଦାନ । ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ବିଜେପି କରିବା ଜୋରଦାର ପ୍ରଚାର । ପ୍ରଚାରର ଶେଷ ସ୍ପର୍ଶ ଦେବେ ପ୍ରଧାନମନ୍ତ୍ରୀ ମୋଦୀ । ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଓଡିଶାରେ…

‘ଅଣ-ପ୍ରସଙ୍ଗକୁ ପ୍ରସଙ୍ଗରେ ପରିଣତ କରିବାକୁ ଯାଇ ବିଜେପି ମୋ ହାତ ଉପରେ ଫୋକସ କରୁଛି’

ଭୁବନେଶ୍ୱର: ଏକ ଦଳୀୟ ନିର୍ବାଚନୀ ସଭାରେ ବିଜେଡି ନେତା ଭିକେ ପାଣ୍ଡିଆନ ନବୀନ ପଟ୍ଟନାୟକଙ୍କ ଥରୁଥିବା ହାତ ଧରି ଏହାକୁ ଜନସାଧାରଣଙ୍କ ଦୃଷ୍ଟିରୁ ଲୁଚାଇବାକୁ ଚେଷ୍ଟା କରୁଥିବା ଦେଖିବାକୁ ମିଳିଛି । ଏବେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି। ବିଜେଡି ନେତା ପାଣ୍ଡିଆନ୍…