କେଜ୍ରିୱାଲଙ୍କ ପିଏ ବିଭବ କୁମାରଙ୍କୁ ଝଟକା, ମିଳିଲାନି ଜାମିନ
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପିଏ ବିଭବ କୁମାରଙ୍କୁ ଝଟକା । ଆପ୍ ସାଂସଦ ସ୍ୱାତୀ ମାଲିୱାଲଙ୍କୁ ମାଡ଼ ମାରିବା ଘଟଣାରେ ଆଜି ଦିଲ୍ଲୀର ତିସ ହଜାରି କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ।
ଆଜି ଜାମିନ ଆବେଦନ ଶୁଣାଣି ବେଳେ ସ୍ବାତୀ କୋର୍ଟରେ…