Latest Odisha News

BREAKING NEWS

କେନ୍ଦ୍ରାପଡ଼ାରେ ନବୀନଙ୍କ ନିର୍ବାଚନୀ ପ୍ରଚାର, ନାଁ ନ ନେଇ ପୂର୍ବତନ ସାଂସଦଙ୍କୁ କଲେ ଟାର୍ଗେଟ

କେନ୍ଦ୍ରାପଡା: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ୟ୍ୟାୟ ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଆଜି ଓହ୍ଲାଇଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରାପଡା ସଭାରେ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ସରକାରଙ୍କ ଯୋଜନା ଭଲ କି ନାହିଁ ବୋଲି…

କର୍ମୀମାନଙ୍କୁ ପାଣ୍ଡିଆନଙ୍କ ଆଶ୍ବାସନା; ‘ପ୍ରାର୍ଥୀମାନଙ୍କୁ ଅଧିକ ମାର୍ଜିନରେ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର…

ଜଗତସିଂହପୁର: ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ ବୋଲି ଆଜି ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ଏକ ଜନସଭାକୁ ସମ୍ବୋଧିତ କଲାବେଳେ ଏହା କହିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ସେ ବିଜେପିକୁ ଟାର୍ଗେଟ୍ କରି…

ଆସିଲା ବିଧାନସଭା ପ୍ରାର୍ଥୀଙ୍କ ଏଡିଆର ରିପୋର୍ଟ; ସବୁଠୁ ଧନୀ ଦିଲ୍ଲୀପ ରାୟ

ଭୁବନେଶ୍ବର: ପ୍ରକାଶ ପାଇଲା ବିଧାନସଭା ପ୍ରାର୍ଥୀଙ୍କ ଏଡିଆର ରିପୋର୍ଟ । ୧୪୭ ବିଧାନସଭାର ମୋଟ୍ ୧୨୮୫ ପ୍ରାର୍ଥୀଙ୍କୁ ନେଇ ଏଡିଆର୍‌ ଆଜି ରିପୋର୍ଟ ପ୍ରକାଶ କରିଛି। ୧୨୮୫ ପ୍ରାର୍ଥୀଙ୍କ ମଧ୍ୟରେ ୩୨% ଅର୍ଥାତ୍‌ ୪୧୨ ଜଣ କୋଟିପତି ପ୍ରାର୍ଥୀ ରହିଛନ୍ତି। ଯେଉଁଥିରେ ସବୁଠୁ ଧନୀ ହେଲେ…

ଝାନ୍ସୀଙ୍କ ସଫଳତାର କାହାଣୀ

ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ । ଦୃଢ଼ ଇଚ୍ଛା ଶକ୍ତି ଆଗରେ ବାଧା ବିଘ୍ନ ସବୁ ହାର ମାନନ୍ତି ଓ ସଫଳତାର ବାଟ ସହଜ ହୋଇଯାଏ । ଏଇ ଉକ୍ତି ପରି ଝାନ୍ସୀଙ୍କ ଦୃଢ଼ ଇଚ୍ଛା ଆଗରେ ସବୁ ବିଫଳତା ହାର ମାନିଲା । ତାଙ୍କ ପ୍ରୟାସ ତାଙ୍କୁ କେବଳ ସଫଳତାର ସ୍ୱାଦ ଚଖେଇଲା ନାହିଁ ବରଂ ଅନ୍ୟମାନଙ୍କ ପାଇଁ…

ବିଜେପିକୁ ସୁପ୍ରିମକୋର୍ଟଙ୍କ କଡା ଜବାବ: ରାଜନୈତିକ ପ୍ରତିଦ୍ବନ୍ଦ୍ବୀ ତୁମର ଶତ୍ରୁ ନୁହଁ

ନୂଆଦିଲ୍ଲୀ: ଟିଏମସି ବିରୋଧରେ ବିଜ୍ଞାପନା ମାମଲାରେ ବିଜେପି ଦାଖଲ କରିଥିବା ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଏହା ଉପରେ ଶୁଣାଣି କରିବାକୁ ସିଧା ସିଧା ମନା କରିଦେଇଛନ୍ତି । ଏହା ସହିତ ବିଜେପିର ବିଜ୍ଞାପନ ଭୁଲ୍ ବୋଲି ଦର୍ଶାଇଛନ୍ତି ସୁପ୍ରିମକୋର୍ଟ । କଳିକତା…

‘ପାଣ୍ଡିଆନଙ୍କ ପ୍ରରୋଚନାରେ ଓଡ଼ିଶାରେ ନିର୍ବାଚନୀ ହିଂସା ହେଉଛି’

ଭୁବନେଶ୍ବର: ପାଣ୍ଡିଆନଙ୍କ ପ୍ରରୋଚନାରେ ଓଡ଼ିଶାରେ ନିର୍ବାଚନୀ ହିଂସା ହେଉଛି ।ପାଣ୍ଡିଆନ ଓଡ଼ିଶାରେ ଆତଙ୍କରାଜ ସୃଷ୍ଟି କରିବାକୁ ଚାହୁଁଛନ୍ତି ଏହିଭଳି କହି ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ୨୪ ନିର୍ବାଚନରେ ଅଧିକ ଭୟଭୀତ ହୋଇ ବିଜେଡି ଏଭଳି ହିଂସା କରୁଛି…

ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା: ‘ଡ୍ରାଇଭରଙ୍କୁ ମିଛ କହିବାକୁ ଧମକାଉଛି ପୋଲିସ’

ଭୁବନେଶ୍ବର: ପ୍ରଶାନ୍ତ ଜଗଦ୍ଦେବଙ୍କ ଇଭିଏମ ଭାଙ୍ଗିବା ମାମଲାରେ ମିଛ କହିବାକୁ ବାଧ୍ୟ କରୁଛି ପୋଲିସ । ଘାଟିକିଆ ନିବାସୀ ବନମାଳୀ ଗାଡି ଡ୍ରାଇଭର ଉପରେ ଚାପ ପକାଉଛି ପୋଲିସ । କିଛି ଏମିତି କହି ଅଭିଯୋଗ କରିଛି ବିଜେପି । ଏହା ସହିତ ପ୍ରମାଣରେ ଏନେଇ ଏକ ଅଡିଓ କ୍ଲିପ ମଧ୍ୟ ଜାରି କରିଛି…

ଧଡକ-୨: ପୋଷ୍ଟର ସହ ଷ୍ଟାର କାଷ୍ଟ ଘୋଷଣା କଲେ କରଣ ଜୋହର

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ଫିଲ୍ମ ଧଡକ ୬ ବର୍ଷ ପୂର୍ବେ ମୁକ୍ତିଲାଭ କରିଥିଲା । ଏହି ଫିଲ୍ମରେ ସେ ସାହିଦ କପୁରଙ୍କ ସାନଭାଇ ଇଶାନ ଖଟ୍ଟରଙ୍କ ସହ ନଜର ଆସିଥିଲେ । ଫିଲ୍ମଟିରେ ସେ ଡେବ୍ୟୁ କରିଥିବାବେଳେ ଏହା ହିଟ୍ ମଧ୍ୟ ହୋଇଥିଲା ଆଉ ତାପରଠୁ ଜାହ୍ନବୀ ଚର୍ଚ୍ଚିତ ଚେହେରା…

ଜୁନ ୧ରେ କାକଟପୁର ଓ ନିମାପଡାରେ ଭୋଟ, ମତଦାନ କରିବେ ୪୯୧୬୯୮ ଭୋଟର

ପୁରୀ: ଓଡିଶାର ଚତୁର୍ଥ ଓ ପୁରୀ ଜିଲ୍ଲାର ଦ୍ୱିତୀୟ ତଥା ଚୁଡାନ୍ତ ପର୍ଯ୍ୟାୟ ମତଦାନ ଜୁନ ୧ ତାରିଖରେ ଅନୁଷ୍ଠିତ ହେବ। ୧୬ ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୦୫ କାକଟପୁର ଓ ୧୦୬ ନିମାପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ ୧ ତାରିଖ ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ…

ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ ବାୟୁ

ଭୁବନେଶ୍ବର: ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ବର୍ତମାନ ସମୟରେ  ସ୍ଥିତି ଅନୁକୂଳ ଥିବାରୁ ୫ ଦିନ ଭିତରେ କେରଳ ଛୁଇଁବ ନେଇ ଆକଳନ କରାଯାଇଛି । ତେବେ ରାଜ୍ୟରେ ଆସନ୍ତାକାଲି କାଲିଠୁ ବଢ଼ିବ ତାତି ।…