ବନ୍ଦ ଘରୁ ଦମ୍ପତ୍ତିଙ୍କ ମୃତଦେହ,କାରଣ ଅସ୍ପଷ୍ଟ
ବାଲେଶ୍ୱର: ବନ୍ଦ ଘରୁ ଦମ୍ପତ୍ତିଙ୍କ ମୃତଦେହ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ପୁରୁଷୋତମପୁରରେ ଦେଖିବାକୁ ମଳିଛି ଏହି ଅଭାବନୀୟ ଘଟଣା । ଏକ ବନ୍ଦ ଘରେ ଭିତରେ ପତି ପତ୍ନୀ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି ।
ମୃତ ଦମ୍ପତ୍ତି ହେଲେ ମନୋଜ ମହାକୁଡ ଓ ସସ୍ମିତା ମହାକୁଡ…