ଏ ମାଟିର ଝିଅଙ୍କୁ ସମ୍ମାନ ଦେଇ ସପୋର୍ଟ କରିଥିଲା ବିଜେଡି: ମୁଖ୍ୟମନ୍ତ୍ରୀ
ବାରିପଦା: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା ଭିକେ ପାଣ୍ଡିଆନ ମଧ୍ୟ ଆୟୋଜିତ ଜନସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ…