ଓଡ଼ିଶାବାସୀ ନବୀନଙ୍କୁ ଆରାମ, ବିଜେପିକୁ କାମ ଦେବାକୁ ମନସ୍ଥ କରିଛନ୍ତି: ନଡ୍ଡା
ଭଦ୍ରକ: ଓଡ଼ିଶାରେ ପହଞ୍ଚିବା ପରେ ମାରାଥନ୍ ପ୍ରଚାର କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା । ପ୍ରଥମେ ମୟୂରଭଞ୍ଜ ଜିଲ୍ଲା କରିଞ୍ଜିଆରେ ଆୟୋଜିତ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବାପରେ ଧାମନଗର ଓ ବଡ଼ଚଣାରେ ଆୟୋଜିତ ବିଶାଳ ଜନ ସମାବେଶରେ ଯୋଗ ଦେଇଛନ୍ତି ନଡ୍ଡା ।…