ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆରମ୍ଭରୁ ମତଦାନ କେନ୍ଦ୍ରରେ ଇଭିଏମ୍ ଅଚଳ, ଭୋଟର ଅସନ୍ତୁଷ୍ଟ
ସୁବର୍ଣ୍ଣପୁର: ଆଜି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ଆରମ୍ଭ ହୋଇଛି। ଜିଲ୍ଲାର ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ (୬୫)ରେ ମୋଟ ୨ ଲକ୍ଷ ୫୪ ହଜାର ୬୯୬ ଭୋଟର ନିଜର ମତ ସାବ୍ୟସ୍ତ କରୁଛନ୍ତି । ତେବେ…