Latest Odisha News

BREAKING NEWS

ଆସନ୍ତୁ ଜାଣିବା ଆଇପିଏଲ ବ୍ରଡକାଷ୍ଟରଙ୍କ ଉପରେ କାହିଁକି ବିରକ୍ତ ହୋଇଛନ୍ତି ରୋହିତ

ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବ ଅଧିନାୟକ ରୋହିତ ଶର୍ମା ଆଇପିଏଲର ବ୍ରଡକାଷ୍ଟରଙ୍କ ଉପରେ ଖୋଲାଖୋଲି ଭାବେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଷ୍ଟାର ସ୍ପୋର୍ଟ୍ସକୁ ମନା କରିବା ସତ୍ୱେ ସେ ବ୍ୟକ୍ତିଗତ ଆଲୋଚନାକୁ ପ୍ରସାରଣ କରିଥିଲା । ଏହା ଆଦୌ ଗ୍ରହଣୀୟ ନୁହେଁ । ଭ୍ୟୁୟରଶିପ ଓ ସୋସିଆଲ…

ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି

ଭୁବନେଶ୍ଵର: ଚଳିତ ନିର୍ବାଚନରେ ଶୋଚନୀୟ ଭାବେ ହାରିବାକୁ ଯାଉଥିବା ବିଜେପି ନେତା ବିଚଳିତ ଆଉ ବିବ୍ରତ ହୋଇ ଅତି ନିମ୍ନରୁଚିର ମନ୍ତବ୍ୟ ମାନ ଦେଉଛନ୍ତି । ଖଲ୍ଲିକୋଟ ପ୍ରସଙ୍ଗରେ ବିଜେପି ନେତା ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଆଜି ଅତି ତଳସ୍ତରକୁ ଚାଲିଗଲେ । ରାଜନୀତିରେ ଏହାଠାରୁ ନିମ୍ନସ୍ତର ଆଉ…

ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ

ସମ୍ବଲପୁର: କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀଙ୍କୁ ଶାଣିତ ଆକ୍ରମଣ କଲେ ଭିକେ ପାଣ୍ଡିଆନ । କେନ୍ଦ୍ରମନ୍ତ୍ରୀ ସବୁ କାମରେ ରାଜନୈତିକ ଫାଇଦା ଦେଖନ୍ତି, ଆମ ମୁଖ୍ୟମନ୍ତ୍ରୀ ସେବାରେ ବିଶ୍ୱାସ ରଖନ୍ତି ବୋଲି କହିଛନ୍ତି ପାଣ୍ଡିଆନ । ୧୦ ବର୍ଷରେ କଣ କାମ କରିଛ, ଲୋକଙ୍କୁ ହିସାବ ଦିଅ ବୋଲି…

ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ

କେନ୍ଦୁଝର: ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର । କୁମ୍ଭୀର କାନ୍ଦଣା ଏଠାରେ ଚଳିବନି ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀ ଏବଂ ଆନନ୍ଦପୁରରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇ ବିରୋଧିଙ୍କ ଉପରେ…

ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି

ବ୍ରହ୍ମପୁର: ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ । ପୂର୍ବରୁ ୯ ଜଣ ଗିରଫ ହୋଇଥିବା ବେଳେ ବର୍ତ୍ତମାନ ଆଉ ୨ଜଣଙ୍କୁ ଗିରଫ…

ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ, ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପୁଣି ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । ଗତ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏକ ମେଗା ରୋଡ ସୋ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତାକାଲି ପୁଣିଥରେ ଭୁବନେଶ୍ୱରରେ ରୋଡ ସୋ’ କରିବେ ନବୀନ । ପୁନମା ଗେଟରୁ ଆରମ୍ଭ ହେବ ରୋଡ ଶୋ’ । ଏକାମ୍ର ଛକ ଯାଏଁ…

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି, ନିୟୋଜିତ ହେବେ ୩୩ ହଜାର ପୋଲିସ କର୍ମଚାରୀ

ଭୁବନେଶ୍ୱର: ଆସନ୍ତାକାଲି ଦେଶରେ ପଞ୍ଚମ ଏବଂ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ୫ ଲୋକସଭା ଏବଂ ଏହା…

ଆଣ୍ଡାମାନ ଛୁଇଁଲା ମୌସୁମୀ; ୩୧ ତାରିଖ ସୁଦ୍ଧା କେରଳ ଛୁଇଁବା ନେଇ ସମ୍ଭାବନା

ନୂଆଦିଲ୍ଲୀ: ସକ୍ରିୟ ହେଲା ମୌସୁମୀ। ଭାରତର କୃଷି ଭିତ୍ତିକ ଅର୍ଥନୀତିର ଲାଇଫ୍ ଲାଇନ୍ କୁହାଯାଉଥିବା ଦକ୍ଷିଣ-ପଶ୍ଚିମ ମୌସୁମୀ ରବିବାର ଦିନ ଦେଶର ଦକ୍ଷିଣତମ ଅଞ୍ଚଳ ନିକୋବର ଦ୍ୱୀପପୁଞ୍ଜକୁ ଛୁଇଁଛି। ମାଳଦ୍ଵୀପ ଏବଂ କୋମରିନ୍ ଅଞ୍ଚଳର କିଛି ଅଂଶ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଦ୍ୱୀପପୁଞ୍ଜ…

କିର୍ଗିଜସ୍ଥାନରେ ହିଂସାକାଣ୍ଡ:  ଅନ୍ଧାର ଘରେ ଫସିରହିଛନ୍ତି ଭାରତୀୟ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ:  ହିଂସାରୁ ବଞ୍ଚିବା ପାଇଁ ଅନ୍ଧାର କାଫେରେ ଲୁଚିଛନ୍ତି କିର୍ଗିଜସ୍ଥାନରେ ପଢୁଥିବା ଭାରତୀୟ ଛାତ୍ରଛାତ୍ରୀ । ବର୍ତ୍ତମାନ ହଷ୍ଟେଲରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର । ସେ କହିଛନ୍ତି, ସ୍ଥିତି ନିୟନ୍ତ୍ରଣରେ ଅଛି  ।  ଆମେ…

ଆରପାରିରେ ଆଇସକ୍ରିମ ମ୍ୟାନ ରଘୁନନ୍ଦନ କାମତ

ନୂଆଦିଲ୍ଲୀ: ଆରପାରିରେ ନେଚୁରାଲ ଆଇସକ୍ରିମର ଫାଉଣ୍ଡର ରଘୁନନ୍ଦନ କାମତ । ସାରା ଦେଶକୁ ଆଇସକ୍ରିମ ଯୋଗାଉଥିବା ରଘୁନନ୍ଦନ ୭୫ ବର୍ଷ ବୟସରେ ତାଙ୍କର ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ରଘୁନନ୍ଦନ କାମତଙ୍କୁ ଲୋକମାନେ ଶ୍ରଦ୍ଧାର ସହ ଆଇସକ୍ରିମ ମ୍ୟାନ ଅଫ ଇଣ୍ଡିଆ ବୋଲି ଡାକନ୍ତି । ତେବେ…